Acts 10:41 — Compare Translations

7 translations compared side by side

Odia - 1840
"ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦଖାଗେଲେ ନାହିଁ। ପରମେଶ୍ବର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସହେିମାନେ କବଳେ ତାହାଙ୍କୁ ଦେଖିପାରିଲେ। ଆମ୍ଭମାନେେ ସହେି ସାକ୍ଷୀ ଅଟୁ। ଯୀଶୁ ମୃତ୍ଯୁରୁ ଉଠିଲାପରେ ଆମ୍ଭମାନେେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ଵରଙ୍କ ଦ୍ଵାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କଲା ଉତ୍ତାରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସମସ୍ତଙ୍କ ନିକଟରେ ନୁହେଁ, କେବଳ ଈଶ୍ୱରଙ୍କର ମନୋନୀତ ସାକ୍ଷୀ, ଅର୍ଥାତ୍ ଆମ୍ଭମାନଙ୍କ ନିକଟରେ ଦୃଶ୍ୟମାନ ହେଲେ। ଈଶ୍ୱର ତାଙ୍କୁ ପୁନରୁତ୍ଥିତ କଲା ପରେ ଆମେ ତାଙ୍କ ସହିତ ଭୋଜନ ପାନ କଲୁ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦେଖାଗଲେ ନାହିଁ। ପରମେଶ୍ୱର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସେହିମାନେ କେବଳ ତାହାଙ୍କୁ ଦେଖି ପାରିଲେ। ଆମ୍ଭେମାନେ ସେହି ସାକ୍ଷୀ ଅଟୁ। ଯୀଶୁ ମୃତ୍ୟୁରୁ ଉଠିଲାପରେ ଆମ୍ଭେମାନେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ୱରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ಸಗ್ಳ್ಯಾ ಲೊಕಾಕ್ನಿ ದಾಕ್ವುನ್ ಘೆವ್ಕ್ ನಾ, ದೆವಾಕ್ನಾ ಅದ್ದಿಚ್ ಸಾಕ್ಷಿ ಹೊವ್ನ್ ಎಚುನ್ ಘೆಟಲ್ಯಾನಿ ಎವ್ಡೆಚ್ ತೆಕಾ ಬಗ್ಲ್ಯಾನಿ! ಜೆಜು ಮರ್ನಾಕ್ನಾ ಝಿತ್ತೊ ಹೊವ್ನ್ ಉಟುನ್ ಯೆಲಾ ಮಾನಾ ಅಮಿ ತೆಚ್ಯಾ ವಾಂಗ್ಡಾ ಜೆವಾನ್ ಕರ್ಲಾಂವ್ ಅನಿ ಫಿಲಾವ್.