Acts 10:42 — Compare Translations

7 translations compared side by side

Odia - 1840
"ଯୀଶୁ ଆମ୍ଭମାନଙ୍କୁ ଲୋକମାନଙ୍କ ପାଖ ରେ ସୁସମାଚ଼ାର ପ୍ରଚ଼ାର କରିବାପାଇଁ ଆଦେଶ ଦେଲେ। ପୁଣି ଜୀବିତ ଓ ମୃତମାନଙ୍କର ବିଚ଼ାରକ ହବୋ ନିମନ୍ତେ କବଳେ ଏକମାତ୍ର ସେ ଯେ ନିୟୁକ୍ତି ପାଇଛନ୍ତି, ଏହାର ସାକ୍ଷ୍ଯ ଦବୋପାଇଁ ମଧ୍ଯ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ଵର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ଓ ଈଶ୍ୱର ଯେ ତାଙ୍କୁ ଜୀବିତ ଓ ମୃତମାନଙ୍କ ବିଚାରକର୍ତ୍ତା ରୂପେ ନିଯୁକ୍ତ କରିଛନ୍ତି, ଏ କଥାର ସାକ୍ଷ୍ୟ ଦେବା ପାଇଁ ସେ ଆମ୍ଭମାନଙ୍କୁ ଆଦେଶ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ଯୀଶୁ ଆମ୍ଭମାନଙ୍କୁ ଲୋକମାନଙ୍କ ପାଖରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ଆଦେଶ ଦେଲେ। ପୁଣି ଜୀବିତ ଓ ମୃତମାନଙ୍କର ବିଗ୍ଭରକ ହେବା ନିମନ୍ତେ କେବଳ ଏକମାତ୍ର ସେ ଯେ ନିଯୁକ୍ତି ପାଇଛନ୍ତି, ଏହାର ସାକ୍ଷ୍ୟ ଦେବା ପାଇଁ ମଧ୍ୟ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಕ್ನಿ ಶಿಕಾಪಾ ಕರುಚೆ ಮನುನ್ ಜೆಜುನ್ ಅಮ್ಕಾ ಸಾಂಗಲ್ಯಾನ್, ಝಿತ್ತೆ ಹೊತ್ತ್ಯಾ ಲೊಕಾಕ್ನಿಬಿ ಅನಿ ಮರುನ್ ಗೆಲ್ಲ್ಯಾ ಲೊಕಾಕ್ನಿ ಬಿ ದೆವಾಕ್ನಾ ನಾಯ್ಯಾಧಿಪತಿ ಹೊಲ್ಲೊ ಮಾನುಸ್ ಅಪ್ನಿಚ್ ಮನ್ತಲೆ ಲೊಕಾಕ್ನಿ ಕಳ್ವು ಮನುನ್ ಅಮ್ಕಾ ಸಾಂಗ್ಲ್ಯಾನ್.