Acts 10:43 — Compare Translations
7 translations compared side by side
Odia - 1840
"ଯେ କହେି ଯୀଶୁଙ୍କଠା ରେ ବିଶ୍ବାସ କରିବ, ସେ ପାପକ୍ଷମା ପାଇବ। ପରମେଶ୍ବର ଯୀଶୁଙ୍କ ନାମ ରେ ସହେି ବ୍ଯକ୍ତିର ସମସ୍ତ ପାପ କ୍ଷମା କରି ଦବେେ। ସମସ୍ତ ଭାବବାଦୀଙ୍କ ଦ୍ବାରା କଥିତ ଏହି ବାକ୍ଯ ନିରାଟ ସତ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେ ତାହାଙ୍କ ନାମରେ ପାପକ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସବୁ ଭାବବାଦୀମାନେ ତାଙ୍କ ବିଷୟରେ ପ୍ରଚାର କରି ଏହି କଥା କହିଥିଲେ, ଯେ କେହି ତାଙ୍କଠାରେ ବିଶ୍ୱାସ କରିବ, ତାଙ୍କ ନାମର ଶକ୍ତିରେ ତାହାର ପାପ କ୍ଷମା ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯେ କେହି ଯୀଶୁଙ୍କଠାରେ ବିଶ୍ୱାସ କରିବ, ସେ ପାପ କ୍ଷମା ପାଇବ। ପରମେଶ୍ୱର ଯୀଶୁଙ୍କ ନାମରେ ସେହି ବ୍ୟକ୍ତିର ସମସ୍ତ ପାପ କ୍ଷମା କରିଦେବେ। ସମସ୍ତ ଭାବବାଦୀଙ୍କ ଦ୍ୱାରା କଥିତ ଏହି ବାକ୍ୟ ନିରାଟ ସତ୍ୟ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ವರ್ತಿ ವಿಶ್ವಾಸ್ ಥವ್ತಲ್ಯಾ ಹರ್ ಎಕ್ಲ್ಯಾಚೊ ಪಾಪ್ ಬಿ ದೆವ್ ಜೆಜುಕ್ನಾ ಮಾಪ್ ಕರ್ತಾ, ಹೆ ಖರೆ ಮನುನ್ ಪ್ರವಾದ್ಯಾನಿ ಸಾಂಗ್ಲಾತ್, ಮಟ್ಲ್ಯಾನ್.