Acts 10:44 — Compare Translations

7 translations compared side by side

Odia - 1840
"ପିତର ଏହିକଥା କହିବା ସମୟରେ ସୁସମାଚ଼ାର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ର ଆତ୍ମା ଓହ୍ଲାଇ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଶିକ୍ଷା ଦେଉଥିବା ସମୟରେ ଯେଉଁମାନେ ତାଙ୍କର ଶିକ୍ଷା ଶୁଣୁଥିଲେ, ସେ ସମସ୍ତଙ୍କ ଉପରେ ପବିତ୍ରଆତ୍ମା ଅବତରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅଣଯିହୂଦୀମାନଙ୍କ ଉପରେ ପବିତ୍ରଆତ୍ମାଙ୍କର ଅଧିଷ୍ଠାନ ପିତର ଏହିକଥା କହିବା ସମୟରେ ସୁସମାଗ୍ଭର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ରଆତ୍ମା ଓହ୍ଲାଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପିତର ଏହି ସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಅಶೆ ಸಾಂಗುನ್ಗೆತ್ ರ್‍ಹಾತಾನಾಚ್ ತೆಚಿ ಬರಿ ಖಬರ್ ಆಯ್ಕಲ್ಯಾಂಚ್ಯಾ ವರ್‍ತಿ ಪವಿತ್ರ್ ಆತ್ಮೊ ಉತ್ರುನ್ ಯೆಲೊ.