Acts 10:45 — Compare Translations

7 translations compared side by side

Odia - 1840
"ଯେଉଁ ଯିହୂଦୀ ବିଶ୍ବାସୀମାନେ ପିତରଙ୍କ ସଙ୍ଗେ ଆସିଥିଲେ, ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ ଯେ, ଅଣଯିହୂଦୀମାନଙ୍କୁ ମଧ୍ଯ ପବିତ୍ର ଆତ୍ମା ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତି ବିଶ୍ଵାସୀମାନେ ସମସ୍ତେ ବିଜାତିମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଵିତ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅଣଇହୁଦୀମାନଙ୍କ ଉପରେ ମଧ୍ୟ ଈଶ୍ୱର ତାଙ୍କର ପବିତ୍ରଆତ୍ମାଙ୍କ ଦାନ ଢାଳି ଦେଇଥିବାର ଦେଖି ପିତରଙ୍କ ସହିତ ଆଗତ ଯୋପ୍ପାର ଇହୁଦୀ ବିଶ୍ୱାସୀମାନେ ଆଶ୍ଚର୍ଯ୍ୟ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଯିହୂଦୀ ବିଶ୍ୱାସୀମାନେ ପିତରଙ୍କ ସଙ୍ଗେ ଆସିଥିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଯେ, ଅଣଯିହୂଦୀମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୂଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುಚ್ಯಾ ವಾಂಗ್ಡಾ ಯೆಲ್ಲಿ ಜೊಪ್ಪಾ ಮನ್ತಲ್ಯಾ ಗಾಂವಾತ್ಲಿ ಜುದೆವ್ ವಿಶ್ವಾಸಿ ಲೊಕಾ, ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಕ್ನಿಬಿ ಪವಿತ್ರ್ ಆತ್ಮೊ ಯೆಲ್ಲೆ ಬಗುನ್ ತೆನಿ ಅಜಾಪ್ ಹೊಲಿ.