Acts 10:46 — Compare Translations
7 translations compared side by side
Odia - 1840
"ସମାନଙ୍କେ ଭିନ୍ନଭିନ୍ନ ଭାଷା ରେ କଥା ହବୋ ଓ ପରମେଶ୍ବରଙ୍କୁ ପ୍ରଶଂସା କରିବାର ମଧ୍ଯ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ଵରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଇହୁଦୀ ବିଶ୍ୱାସୀମାନେ ସେମାନଙ୍କୁ ଈଶ୍ୱରଙ୍କ ପ୍ରଶଂସା କରୁଥିବା ଓ ଭିନ୍ନ ଭାଷାରେ କଥା କହୁଥିବା ଶୁଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଭିନ୍ନଭିନ୍ନ ଭାଷାରେ କଥା ହେବା ଓ ପରମେଶ୍ୱରଙ୍କୁ ପ୍ରଶଂସା କରିବାର ମଧ୍ୟ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ୱରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುಚ್ಯಾ ವಾಂಗ್ಡಾ ಯೆಲ್ಲ್ಯಾ ಲೊಕಾಕ್ನಿ ಕೊನ್ ತರಿ ತೆಂಕಾ ಪಾನಿಯಾನ್ ಬಾಲ್ತಿಮ್ ಕರುನ್ ಘೆಯ್ನಾ ಸಾರ್ಕೆ ಅಡ್ಕಳ್ ಕರುಕ್ ಹೊಯ್ಲ್ ಕಾಯ್?