Acts 10:47 — Compare Translations

7 translations compared side by side

Odia - 1840
"ତା'ପରେ ପିତର କହିଲେ, ଏହି ଲୋକମାନଙ୍କୁ ବାପ୍ତିଜିତ ହବୋ ନିମନ୍ତେ କହେି କ'ଣ କବେେ ଜଳ ଯୋଗଇ ଦବୋପାଇଁ ମନା କରିପାରିବ? ସମାନେେ ମଧ୍ଯ ଆମ୍ଭପରି ପବିତ୍ର ଆତ୍ମାଙ୍କୁ ଗ୍ରହଣ କରିଛନ୍ତି!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ ହୋଇଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କି କେହି ଜଳ ନିଷେଧ କରି ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର କହିଲେ: “ଆମ ପରି ଏହି ଲୋକମାନେ ମଧ୍ୟ ପବିତ୍ରଆତ୍ମା ପାଇଛନ୍ତି। ଜଳଦୀକ୍ଷା ନେବା ପାଇଁ କେହି କ’ଣ ସେମାନଙ୍କୁ ବାଧା ଦେଇପାରେ?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପିତର କହିଲେ, “ଏହି ଲୋକମାନଙ୍କୁ ବାପ୍ତିଜିତ ହେବା ନିମନ୍ତେ କେହି କ’ଣ କେବେ ଜଳ ଯୋଗଇ ଦେବା ପାଇଁ ମନା କରି ପାରିବ? ସେମାନେ ମଧ୍ୟ ଆମ୍ଭପରି ପବିତ୍ରଆତ୍ମାଙ୍କୁ ଗ୍ରହଣ କରିଛନ୍ତି!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ?
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ ହୋଇଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କି କେହି ଜଳ ନିଷେଧ କରି ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಪಾನಿಯಾತ್ ಬಾಲ್ತಿಮ್ ಕರುನ್ ಘೆಯ್ನಾ ಸಾರ್ಕೆ ಹೆಂಕಾ ಅಡ್ಕಳ್ ಕರುಕ್ ಕೊನಾಚೆನ್ಬಿ ಹೊಯ್ಲ್ ಕಾಯ್? ಅಮಿ ಮಾನುನ್ ಘೆಟಲ್ಯಾ ಸಾರ್ಕೆಚ್ ಹೆನಿಬಿ ಪವಿತ್ರ್ ಆತ್ಮ್ಯಾಕ್ ಮಾನುನ್ ಘೆಟ್ಲ್ಯಾನಿ!” ಮನುನ್ ಸಾಂಗುನ್,