Acts 10:48 — Compare Translations
7 translations compared side by side
Odia - 1840
"ତେଣୁ ପିତର ଯୀଶୁଖ୍ରୀଷ୍ଟଙ୍କ ନାମ ରେ ବାପ୍ତିଜିତ ହବୋ ପାଇଁ କର୍ଣ୍ଣୀଲିୟ ତାହାଙ୍କର ଆତ୍ମୀୟସ୍ବଜନ ଓ ବନ୍ଧୁମାନଙ୍କୁ ଆଦେଶ ଦେଲେ. ତା'ପରେ ଲୋକମାନେ ପିତରଙ୍କୁ ସମାନଙ୍କେ ସହିତ ଆଉ କିଛି ଦିନ ରହିବାପାଇଁ ଅନୁରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ଦେବା ନିମନ୍ତେ ଆଦେଶ ଦେଲେ । ପରେ ସେମାନେ କିଛି ଦିନ ରହିବା ପାଇଁ ତାଙ୍କୁ ଅନୁରୋଧ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେ ସେମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ନେବା ପାଇଁ ଆଦେଶ ଦେଲେ। ତା’ପରେ ସେମାନେ ତାଙ୍କୁ ଆଉ କିଛି ଦିନ ସେମାନଙ୍କ ସହିତ ରହିବାକୁ ଅନୁରୋଧ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପିତର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେବା ପାଇଁ କର୍ଣ୍ଣୀଲିୟ, ତାହାଙ୍କର ଆତ୍ମୀୟସ୍ୱଜନ ଓ ବନ୍ଧୁମାନଙ୍କୁ ଆଦେଶ ଦେଲେ. ତା’ପରେ ଲୋକମାନେ ପିତରଙ୍କୁ ସେମାନଙ୍କ ସହିତ ଆଉ କିଛି ଦିନ ରହିବା ପାଇଁ ଅନୁରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ। ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ । ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ನಾವಾನ್ ಪಾನಿಯಾತ್ ಬಾಲ್ತಿಮ್ ಕರುನ್ ಘೆವ್ಕ್ ಪೆದ್ರುನ್ ತೆಂಕಾ ಹುಕುಮ್ ದಿಲ್ಯಾನ್, ತೆಚ್ಯಾ ಮಾನಾ ಥೊಡ್ಯಾ ದಿಸಾಂಚ್ಯಾ ಪತರ್ ಅಪ್ಲ್ಯಾ ವಾಂಗ್ಡಾ ರಾವ್ಚೆ ಮನುನ್ ತ್ಯಾ ಲೊಕಾನಿ ಪೆದ್ರುಕ್ ಸಾಂಗ್ಲ್ಯಾನಿ.