Acts 10:5 — Compare Translations
7 translations compared side by side
Odia - 1840
"ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମାନେ ନାମକ ଗୋଟିଏ ଲୋକଙ୍କୁ ସଠାରୁେ ଆଣ। ସହେି ଶିମାନେ, ପିତର ନାମ ରେ ମଧ୍ଯ ପରିଚ଼ିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାଙ୍କ ଉପନାମ ପିତର;
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ଶିମୋନ ପିତର ନାମକ ଜଣେ ବ୍ୟକ୍ତିଙ୍କୁ ଆମନ୍ତ୍ରଣ କରି ଆଣିବା ପାଇଁ ଯୋପ୍ପାକୁ ଲୋକ ପଠାଅ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମୋନ ନାମକ ଗୋଟିଏ ଲୋକଙ୍କୁ ସେଠାରୁ ଆଣ। ସେହି ଶିମୋନ, ପିତର ନାମରେ ମଧ୍ୟ ପରିଚିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ତୁମ୍ଭେ ଯାଫୋ ସହରକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;
Odia IRV 2017 (ଓଡିଆ ବାଇବେଲ)
ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಸಿಮಾವ್ ಮನ್ತಲ್ಯಾ ಮಾನ್ಸಾಕ್ ಬಲ್ವುನ್ ಹಾನುಕ್ ಸಾಟ್ನಿ ಲೊಕಾಕ್ನಿ ಜೊಪ್ಪ್ ಮನ್ತಲ್ಯಾ ಶಾರಾಕ್ ಧಾಡ್, ಸಿಮಾವಾಕ್ ಪೆದ್ರು ಮನುನ್ಬಿ ಬಲ್ವುತಾತ್.