Acts 10:9 — Compare Translations

7 translations compared side by side

Odia - 1840
"ତହିଁ ଆରଦିନ ସମାନେେ ଯାଫୋ ନଗର ନିକଟରେ ପହନ୍ଚିଲେ, ସେତବେେଳେ ପିତର ଛାତ ଉପରକୁ ପ୍ରାର୍ଥନା କରିବାପାଇଁ ଯାଇଥିଲେ। ତାହାପ୍ରାୟ ଦ୍ବିପହର ସମୟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତହିଁ ଆରଦିନ ମଧ୍ୟାହ୍ନ ସମୟରେ ସେମାନେ ଯୋପ୍ପାର ନିକଟବର୍ତ୍ତୀ ହେବାବେଳେ, ପିତର ପ୍ରାର୍ଥନା କରିବା ପାଇଁ ଛାତ ଉପରକୁ ଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଆରଦିନ ସେମାନେ ଯାଫୋ ନଗର ନିକଟରେ ପହଞ୍ଚିଲେ, ସେତେବେଳେ ପିତର ଛାତ ଉପରକୁ ପ୍ରାର୍ଥନା କରିବା ପାଇଁ ଯାଇଥିଲେ। ତାହା ପ୍ରାୟ ଦ୍ୱିପ୍ରହର ସମୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
Odia IRV 2017 (ଓଡିଆ ବାଇବେଲ)
ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾ ದಿಸಿ ಹಿ ಲೊಕಾ ಜೊಪ್ಪಾ ಮನ್ತಲ್ಯಾ ಗಾಂವಾಕ್ ಜಗ್ಗೊಳ್ ಯೆಲ್ಲ್ಯಾ ದೊಪಾರ್ಚೊ ಎಳ್ ಹೊಲ್ಲೊ ತ್ಯಾ ವೆಳಾರ್ ಪೆದ್ರು ಮಾಗ್ನಿ ಕರುಕ್ ಸಾಟ್ನಿ ಘರಾಚ್ಯಾ ಮಾಳ್ಗಿ ವರ್‍ತಿ ಗೆಲೊ.