Acts 11:1 — Compare Translations
7 translations compared side by side
Odia - 1840
"ୟିହୂଦା ରେ ପ୍ ରରେିତମାନେ ଓ ଭାଇମାନେ ଶୁଣିବାକୁ ପାଇଲେ ଯେ, ଅଣଯିହୂଦୀ ଲୋକମାନେ ମଧ୍ଯ ପରମେଶ୍ବରଙ୍କ ସୁସମାଚ଼ାର ଗ୍ରହଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଜାତିମାନେ ମଧ୍ୟ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୁଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅଣଇହୁଦୀମାନେ ମଧ୍ୟ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି ବୋଲି ପ୍ରେରିତ ଶିଷ୍ୟମାନେ ଓ ଯିହୁଦା ପ୍ରଦେଶସ୍ଥ ଅନ୍ୟ ବିଶ୍ୱାସୀମାନେ ଶୁଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଯିରୁଶାଲମ ଫେରି ଆସିଲେ ଯିହୂଦାରେ ପ୍ରେରିତମାନେ ଓ ଭାଇମାନେ ଶୁଣିବାକୁ ପାଇଲେ ଯେ, ଅଣଯିହୂଦୀ ଲୋକମାନେ ମଧ୍ୟ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ଅଣଯିହୂଦୀମାନେ ମଧ୍ୟ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪೊಸ್ತಲಾಕ್ನಿ ಅನಿ ಜುದೆಯೆತ್ಲ್ಯಾ ಭಾವಾಕ್ನಿಬಿ ಜುದೆವ್ ನ್ಹಯ್ ಹೊಲ್ಲ್ಯಾ ಲೊಕಾನಿ ದೆವಾಚಿ ಗೊಸ್ಟಿಯಾ ಮಾನುನ್ ಘೆಟ್ಲ್ಯಾನಿ ಮನ್ತಲೆ ಕಳುನ್ ಯೆಲೆ.