Acts 11:12 — Compare Translations
7 translations compared side by side
Odia - 1840
"ମାେତେ ସମାନଙ୍କେ ସହିତ ବିନା ସଙ୍କୋଚ଼ ରେ ୟିବାପାଇଁ ପବିତ୍ର ଆତ୍ମା ନିର୍ଦ୍ଦେଶ ଦେଲେ। ମାେ ସାଙ୍ଗ ରେ ଏଠା ରେ ଥିବା ଏହି ଛଅଜଣ ବିଶ୍ବାସୀ ଭାଇ ମଧ୍ଯ ଆସିଥିଲେ। ଆମ୍ଭମାନେେ କର୍ଣ୍ଣୀଲିୟଙ୍କ ଘରକୁ ଗଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ । ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋʼ ସାଙ୍ଗରେ ଗଲେ, ପୁଣି ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିନା ଦ୍ୱିଧାରେ ସେମାନଙ୍କ ସହିତ ଯିବା ପାଇଁ ପବିତ୍ରଆତ୍ମା ମୋତେ ନିର୍ଦ୍ଦେଶ ଦେଲେ। ଯୋପ୍ପାରେ ଏହି ଛଅ ଜଣ ବିଶ୍ୱାସୀ ଭାଇ ମୋ’ ସହିତ ସିସେରିଆକୁ ଗଲେ ଓ ଆମେ ସମସ୍ତେ କର୍ଣ୍ଣୀଲିୟଙ୍କ ଘରେ ପହଞ୍ଚିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ସେମାନଙ୍କ ସହିତ ବିନା ସଙ୍କୋଚରେ ଯିବା ପାଇଁ ପବିତ୍ରଆତ୍ମା ନିର୍ଦ୍ଦେଶ ଦେଲେ। ମୋ’ ସାଙ୍ଗରେ ଏଠାରେ ଥିବା ଏହି ଛଅଜଣ ବିଶ୍ୱାସୀ ଭାଇ ମଧ୍ୟ ଆସିଥିଲେ। ଆମ୍ଭେମାନେ କର୍ଣ୍ଣୀଲିୟଙ୍କ ଘରକୁ ଗଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ । ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನ್ಮಾನ್ ಕರಿನಸ್ತಾನಾ ತೆಂಚ್ಯಾ ವಾಂಗ್ಡಾ ಜಾವ್ಚೆ ಮನುನ್ ಪವಿತ್ರ್ ಆತ್ಮ್ಯಾನ್ ಮಾಕಾ ಸಾಂಗ್ಲ್ಯಾನ್, ಹಿತ್ತೆ ಹೊತ್ತಿ ಹಿ ಸಾ ಲೊಕಾ ಭಾವಾಬಿ ಮಾಜ್ಯಾ ವಾಗ್ಡಾ ಸೆಜರಿಯಾಕ್ ಯೆಲಿ ಮಾನಾ ಅಮಿ ಕೊರ್ನೆಲಾಚ್ಯಾ ಘರಾಕ್ ಗೆಲ್ಲ್ಯಾಂವ್.