Acts 11:13 — Compare Translations
7 translations compared side by side
Odia - 1840
"କର୍ଣ୍ଣୀଲିୟ କିପରି ତାହାଙ୍କ ଘ ରେ ଜଣେ ସ୍ବର୍ଗଦୂତଙ୍କୁ ଦେଖିଲେ, ସହେିସବୁ ଆମ୍ଭକୁ କହିଲେ। ଏହି ଦୂତ ତାହାଙ୍କୁ କହିଲେ, 'ଯାଫୋ ନଗରକୁ ଲୋକ ପଠାଇ ପିତର ନାମ ରେ ପରିଚ଼ିତ ଶିମାନଙ୍କେୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଘରେ ସେ କିପରି ସ୍ୱର୍ଗଦୂତଙ୍କ ଦର୍ଶନ ପାଇଥିଲେ, ସେ ବିଷୟ ଆମକୁ ଜଣାଇଲେ। ସ୍ୱର୍ଗଦୂତ ତାଙ୍କୁ କହିଥିଲେ, “ଯୋପ୍ପାରେ ଥିବା ଶିମୋନ ପିତର ନାମରେ ଜଣେ ବ୍ୟକ୍ତିଙ୍କୁ ଆଣିବା ପାଇଁ ଲୋକ ପଠାଅ।
Odia Bible ERV 2004 (ପବିତ୍ର ବାଇବଲ)
କର୍ଣ୍ଣୀଲିୟ କିପରି ତାହାଙ୍କ ଘରେ ଜଣେ ସ୍ୱର୍ଗଦୂତଙ୍କୁ ଦେଖିଲେ, ସେହିସବୁ ଆମ୍ଭକୁ କହିଲେ। ଏହି ଦୂତ ତାହାଙ୍କୁ କହିଲେ, ‘ଯାଫୋ ନଗରକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
Odia IRV 2017 (ଓଡିଆ ବାଇବେଲ)
ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊರ್ನೆಲಾನ್ ಅಪ್ಲ್ಯಾ ಘರಾತ್ ದೆವಾಚೊ ದುತ್ ಇಬೆ ಹೊತ್ತೊ ಅಪ್ನಿ ಬಗಲ್ಯಾಚ್ಯಾ ವಿಶಯಾತ್ ಮಾಕಾ ಸಾಂಗ್ಲ್ಯಾನ್, ತ್ಯಾ ದೆವಾಚ್ಯಾ ದುತಾನ್ ತೆಕಾ, ಥೊಡ್ಯಾ ಲೊಕಾಕ್ನಿ ಜೊಪ್ಪಾಕ್ ಧಾಡುನ್ ಸಿಮಾವ್ ಪೆದ್ರುಕ್ ತುಜ್ಯಾಕ್ಡೆ ಬಲ್ವುನ್ ಘೆ,