Acts 11:15 — Compare Translations

7 translations compared side by side

Odia - 1840
"ମୁଁ କହିବାକୁ ଆରମ୍ଭ କଲା ମାତ୍ ରେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମ ରେ ଓହ୍ଲାଇ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ମୁଁ ଯେତେବେଳେ ଶିକ୍ଷା ଦେବାକୁ ଆରମ୍ଭ କଲି, ପୂର୍ବେ ପବିତ୍ରଆତ୍ମା ଯେପରି ଆମ ଉପରେ ଅବତରଣ କରିଥିଲେ, ସେହିପରି ସେମାନଙ୍କ ଉପରେ ଅବତରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ କହିବାକୁ ଆରମ୍ଭ କଲା ମାତ୍ରେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମରେ ଓହ୍ଲାଇ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲାପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ಮಾಜಿ ಶಿಕಾಪ್ ಚಾಲುಕರಲ್ಯಾ ತನ್ನಾ ಅದ್ದಿ ಅಮ್ಚ್ಯಾರ್ ಪವಿತ್ರ್ ಆತ್ಮೊ ಯೆಲ್ಲ್ಯಾ ಸಾರ್ಕೊಚ್ ತೆಂಚ್ಯಾ ವೈರಬಿ ಯೆಲೊ”.