Acts 11:16 — Compare Translations
7 translations compared side by side
Odia - 1840
"ସେତବେେଳେ ମାରେ ପ୍ରଭୁଙ୍କର କଥା ମନେ ପଡ଼ିଲା। ସେ କହିଥିଲେ, 'ଯୋହନ ଲୋକମାନଙ୍କୁ ଜଳ ରେ ବାପ୍ତିସ୍ମ କରାଇଥିଲେ, କିନ୍ତୁ ତୁମ୍ଭମାନେେ ପବିତ୍ର ଆତ୍ମା ରେ ବାପ୍ତିଜିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ମୁଁ ପ୍ରଭୁଙ୍କର ଏହି ବାକ୍ୟ ସ୍ମରଣ କଲି: ‘ଯୋହନ ଜଳଳେ ଦୀକ୍ଷା ଦେଲେ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଦୀକ୍ଷିତ ହେବ।’
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୋର ପ୍ରଭୁଙ୍କର କଥା ମନେ ପଡ଼ିଲା। ସେ କହିଥିଲେ, ‘ଯୋହନ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ କରାଇଥିଲେ, କିନ୍ତୁ ତୁମ୍ଭେମାନେ ପବିତ୍ରଆତ୍ମାରେ ବାପ୍ତିଜିତ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, “ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಿಯಾ ಧನಿಯಾಚಿ ಬೊಲ್ನಿ ಯಾದ್ ಕರುನ್ ಘೆಟಲ್ಲೊ, ಜುವಾಂವಾನ್ ಲೊಕಾಕ್ನಿ ಪಾನಿಯಾತ್ ಬಾಲ್ತಿಮ್ ಕರಸ್ಲ್ಯಾನ್, ಖರೆ ತುಮಿ ಪವಿತ್ರ್ ಆತ್ಮ್ಯಾತ್ ಬಾಲ್ತಿಮ್ ಕರುನ್ ಘೆತ್ಯಾಶಿ ಮನುನ್ ಸಾಂಗ್ಲ್ಯಾನ್.