Acts 11:17 — Compare Translations
7 translations compared side by side
Odia - 1840
"ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବାରୁ ପରମେଶ୍ବର ଆମ୍ଭକୁ ଯେପରି ପବିତ୍ର ଆତ୍ମା ଦାନ ଦଇେଥିଲେ, ସହିପରି ଯଦି ସେ ସମାନଙ୍କେୁ ସହେି ସମାନ ଦାନ ଦେଲେ, ତବେେ ମୁଁ ପରମେଶ୍ବରଙ୍କ ମାର୍ଗ ରେ ବାଧା ଦବୋ ପାଇଁ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବା ସମୟରେ ଈଶ୍ଵର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ଵରଙ୍କୁ ପ୍ରତିରୋଧ କରି ପାରିଥାʼନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ସୁସ୍ପଷ୍ଟ ଯେ ଆମେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଈଶ୍ୱର ଆମକୁ ଯେଉଁ ଦାନ ଦେଇଥିଲେ, ଅଣଇହୁଦୀମାନଙ୍କୁ ମଧ୍ୟ ସେହି ଦାନ ଦେଇଛନ୍ତି; ମୁଁ ବା କିଏ ଯେ ଈଶ୍ୱରଙ୍କ ଏହି କାର୍ଯ୍ୟକୁ ପ୍ରତିରୋଧ କରିବି!”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମା ଦାନ ଦେଇଥିଲେ, ସହିପରି ଯଦି ସେ ସେମାନଙ୍କୁ ସେହି ସମାନ ଦାନ ଦେଲେ, ତେବେ ମୁଁ ପରମେଶ୍ୱରଙ୍କ ମାର୍ଗରେ ବାଧା ଦେବା ପାଇଁ କିଏ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି?
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ୱର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ୱରଙ୍କୁ ପ୍ରତିରୋଧ କରି ପାରିଥାନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿ ಜೆಜುಚ್ಯಾ ವರ್ತಿ ವಿಶ್ವಾಸ್ ಥವಲ್ಲ್ಯಾ ಅಮ್ಕಾ ದಿಲ್ಲಿ ವರುಚ್ ದೆವಾನ್ ಹ್ಯಾ ಲೊಕಾಕ್ನಿಬಿ ದಿಲ್ಯಾನ್, ಅಶೆ ರಾತಾನಾ ದೆವಾಚೆ ಕಾಮ್ ಇಬೆ ಕರುಕ್ ಮಿಯಾ ಕೊನ್? ಮನುನ್ ಸಾಂಗ್ಲ್ಯಾನ್.