Acts 11:18 — Compare Translations
7 translations compared side by side
Odia - 1840
"ଯିହୂଦୀୟ ବିଶ୍ବାସୀମାନେ ଏକଥା ଶୁଣି ଆଉ ୟୁକ୍ତିତର୍କ କଲେ ନାହିଁ। ସମାନେେ ପରମେଶ୍ବରଙ୍କର ପ୍ରଶଂସା କଲେ, ପୁଣି କହିଲେ, ଏହାର ଅର୍ଥ ଯେ, ପରମେଶ୍ବର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ଯ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହବୋ ନିମନ୍ତେ ସୁ ଯୋଗ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ଵରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ଵର ବିଜାତିମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଏହା ଶୁଣିବା ପରେ ଆଉ ସମାଲୋଚନା ନ କରି ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “ତା’ ହେଲେ ଈଶ୍ୱର ଅଣଇହୁଦୀମାନଙ୍କୁ ମଧ୍ୟ ଅନୁତାପ କରିବାକୁ ଓ ବଞ୍ଚିବା ପାଇଁ ସୁଯୋଗ ଦେଇଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀୟ ବିଶ୍ୱାସୀମାନେ ଏ କଥା ଶୁଣି ଆଉ ଯୁକ୍ତିତର୍କ କଲେ ନାହିଁ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ, ପୁଣି କହିଲେ, “ଏହାର ଅର୍ଥ ଯେ, ପରମେଶ୍ୱର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ୟ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହେବା ନିମନ୍ତେ ସୁଯୋଗ ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ୱରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾತ್ಲ್ಯಾ ದೆವಾಚ್ಯಾ ಲೊಕಾನಿ ಹಿ ಸಂಗ್ತಿಯಾ ಆಯ್ಕಲ್ಲ್ಯಾ ಮಾನಾ ವಾದ್ ಕರ್ತಲೆ ಬಂದ್ ಕರುನ್ ದೆವಾಕ್ ಸ್ತುತಿ ಕರುಂಗೆತ್ “ತಸೆ ಹೊಲ್ಯಾರ್ ಅಮ್ಚ್ಯಾ ಬಾಸೆನ್ ಅಪ್ಲಿ ಮನಾ ಬದ್ಲುನ್ ಘೆವ್ನ್ ಜಿವ್ ಘೆವ್ಕ್ ಸಾಟ್ನಿ ದೆವಾನ್ ಜುದೆವಾಂಚೆ ನ್ಹಯ್ ಹೊಲ್ಲ್ಯಾ ಲೊಕಾಕ್ನಿಬಿ ಅವಾಕಾಸ್ ದಿಲ್ಯಾನ್!” ಮಟ್ಲ್ಯಾನಿ.