Acts 11:19 — Compare Translations
7 translations compared side by side
Odia - 1840
"ସ୍ତିଫାନ ମୃତ ହବୋପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ବାସୀମାନେ ଚ଼ାରିଆଡ଼େ ଛିନ୍ନଭିନ୍ନ ହାଇଗେଲେ। ସମାନଙ୍କେ ମଧ୍ଯରୁ କେତଜେଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସଠାେରେ ସମାନେେ ୟିହୁଦୀମାନଙ୍କ ବ୍ଯତୀତ ଅନ୍ୟ କାହାରି ନିକଟରେ ସୁସମାଚ଼ାର ପ୍ରଚ଼ାର କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଳେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇଯାଇଥିଲେ, ସେମାନେ ଫୈନୀକିଆ, ସାଇପ୍ରସ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତିଫାନଙ୍କ ମୃତ୍ୟୁ ପରେ ବିଶ୍ୱାସୀମାନେ ଉତ୍ପୀଡ଼ିତ ହୋଇ ଛିନ୍ନଭିନ୍ନ ହେଉଥିବା ସମୟରେ ସେମାନଙ୍କ ମଧ୍ୟରୁ କେତେକ କେବଳ ଇହୁଦୀମାନଙ୍କ ନିକଟରେ ପ୍ରଚାର କରି, ଫିନୀସିଆ, ସାଇପ୍ରସ୍ ଓ ଆଣ୍ଟିୟୋଖ ପର୍ଯ୍ୟନ୍ତ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆନ୍ତିୟଖିଆରେ ସୁସମାଗ୍ଭର ସ୍ତିଫାନ ମୃତ ହେବାପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ୱାସୀମାନେ ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇଗଲେ। ସେମାନଙ୍କ ମଧ୍ୟରୁ କେତେଜଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସେଠାରେ ସେମାନେ ଯିହୂଦୀମାନଙ୍କ ବ୍ୟତୀତ ଅନ୍ୟ କାହାରି ନିକଟରେ ସୁସମାଗ୍ଭର ପ୍ରଗ୍ଭର କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸ್ತೆಪನಾಕ್ ಜಿವಾನಿ ಮಾರುನ್ ಹೊಲ್ಲ್ಯಾ ಮಾನಾ ಯೆಲ್ಲ್ಯಾ ತರಾಸಾನಿ ದೆವಾಚಿ ಲೊಕಾ ಸಗ್ಳಿ ಪಗ್ಳುನ್ ಗೆಲ್ಲಿ, ದೆವಾಚ್ಯಾ ಲೊಕಾತ್ನಿ ಥೊಡಿ ಲೊಕಾ ಪೊಯಿನಿಕ್ಯಾ, ಸಿಪ್ರ್ ಅನಿ ಅಂತಿಯೊಕ್ಯ್ ಮನ್ತಲ್ಯಾ ಲೈ ಧುರ್ಲ್ಯಾ ಗಾಂವಾತ್ನಿ ಗೆಲೆ, ದೆವಾಚ್ಯಾ ಲೊಕಾನಿ ಹ್ಯಾ ಗಾಂವಾತ್ನಿ ದೆವಾಚಿ ಬರಿ ಖಬರ್ ಕಳ್ವುಲ್ಯಾನಿ ಖರೆ ತೆನಿ ಜುದೆವಾಕ್ನಿ ಎವ್ಡೆಚ್ ಕಳ್ವುಲ್ಯಾನಿ.