Acts 11:20 — Compare Translations

7 translations compared side by side

Odia - 1840
"ଏହି ବିଶ୍ବାସୀମାନଙ୍କ ମଧିଅରେ କେତଜେଣ କୁପ୍ର ଓ କୁରୀଣୀର ଲୋକ ଥିଲେ। ସମାନେେ ଆନ୍ତିୟଖିଆକୁ ଆସି ଗ୍ରୀକମାନଙ୍କୁ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚ଼ାର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କୁପ୍ରୀୟ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଆସି ଗ୍ରୀକ୍ମାନଙ୍କ।। ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସାଇପ୍ରସ୍ ଓ କୁରୁଣୀର ଅନ୍ୟ କେତେକ ବିଶ୍ୱାସୀ ଆଣ୍ଟିୟୋଖକୁ ଯାଇ ଅଣଇହୁଦୀମାନଙ୍କ ନିକଟରେ ପ୍ରଭୁ ଯୀଶୁଙ୍କର ଶୁଭବାର୍ତ୍ତା ପ୍ରଚାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବିଶ୍ୱାସୀମାନଙ୍କ ମଧ୍ୟରେ କେତେଜଣ କୁପ୍ର ଓ କୁରୀଣୀର ଲୋକ ଥିଲେ। ସେମାନେ ଆନ୍ତିୟଖିଆକୁ ଆସି ଗ୍ରୀ‌କ୍‌‌ମାନଙ୍କୁ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ದೆವಾಚ್ಯಾ ಲೊಕಾತ್ನಿ ಥೊಡಿ ಲೊಕಾ ಸೈಪುಸ್ ಅನಿ ಸಿರೆನ್ ಮನ್ತಲ್ಯಾ ಗಾಂವಾತ್ಲೆ ಹೊತ್ತೆ, ಹಿ ಲೊಕಾ ಅಂತಿಯೊಕ್ ಮನ್ತಲ್ಯಾ ಗಾಂವಾಕ್ ಯೆಲ್ಲ್ಯಾ ತನ್ನಾ ಥೈತ್ಲ್ಯಾ ಗ್ರಿಕ್ ಬಾಶ್ಯಾ ಬೊಲ್ತಲ್ಯಾ ಲೊಕಾಕ್ನಿಬಿ ತೆನಿ ಧನಿಯಾ ಜೆಜುಚ್ಯಾ ವಿಶಯಾತ್ ಬರಿ ಖಬರ್ ಕಳ್ವುಲ್ಯಾನಿ.