Acts 11:21 — Compare Translations

7 translations compared side by side

Odia - 1840
"ପ୍ରଭୁ ସହେି ବିଶ୍ବାସୀମାନଙ୍କୁ ସାହାୟ୍ଯ କରୁଥିଲେ। ତେଣୁ ଅନକେ ଲୋକ ବିଶ୍ବାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି ଅନେକ ଅନେକ ଲୋକ ବିଶ୍ଵାସ କରି ପ୍ରଭୁଙ୍କ ପ୍ରତି ଫେରିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଶକ୍ତି ସେମାନଙ୍କ ସହିତ ଥିଲା ଓ ବହୁସଂଖ୍ୟକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ମନ ଫେରାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ସେହି ବିଶ୍ୱାସୀମାନଙ୍କୁ ସାହାଯ୍ୟ କରୁଥିଲେ। ତେଣୁ ଅନେକ ଲୋକ ବିଶ୍ୱାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿ ದೆವಾಚ್ಯಾ ಲೊಕಾಕ್ನಿ ಮಜ್ಜತ್ ಕರಿತ್ ಹೊತ್ತೊ, ಲೈ ಲೊಕಾ ಧನಿಯಾಚೆರ್ ವಿಶ್ವಾಸ್ ಥವ್ನ್ ತೆಚ್ಯಾ ಸಾರ್ಕೆಚ್ ಚಾಲ್ವುನ್ ಘೆವ್ನ್ ಜಾವ್ಕ್ ಲಾಲಿ.