Acts 11:22 — Compare Translations

7 translations compared side by side

Odia - 1840
"ଆନ୍ତିୟଖିଆର ଏହି ନୂଆ ବିଶ୍ବାସୀମାନଙ୍କ ବିଷୟ ରେ ୟିରୂଶାଲମର ବିଶ୍ବାସୀ ମଣ୍ଡଳୀ ଶୁଣିବାକୁ ପାଇଲେ। ତେଣୁ ସମାନେେ ବର୍ଣ୍ଣବ୍ବାଙ୍କୁ ଆନ୍ତିୟଖିଆକୁ ପଠାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ବିଷୟକ ସମ୍ଵାଦ ଯିରୂଶାଲମସ୍ଥ ମଣ୍ତଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ଏହି ସମ୍ବାଦ ଯିରୂଶାଲମରେ ପହଞ୍ଚିଲା, ସେମାନେ ବର୍ଣ୍ଣବାଙ୍କୁ ଆଣ୍ଟିୟୋଖ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆନ୍ତିୟଖିଆର ଏହି ନୂଆ ବିଶ୍ୱାସୀମାନଙ୍କ ବିଷୟରେ ଯିରୁଶାଲମର ବିଶ୍ୱାସୀ ମଣ୍ଡଳୀ ଶୁଣିବାକୁ ପାଇଲେ। ତେଣୁ ସେମାନେ ବର୍ଣ୍ଣ‌ବ୍‌‌ବାଙ୍କୁ ଆନ୍ତିୟଖିଆକୁ ପଠାଇଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಂತಿಯೊಕ್ಯಾತ್ಲ್ಯಾ ಹ್ಯಾ ನ್ಹವ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ವಿಶಯಾತ್ ಜೆರುಜಲೆಮಾತ್ಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಕಳ್ಳೆ, ತಸೆಹೊವ್ನ್ ತೆನಿ ಬರ್ನಾಬಾಕ್ ಅಂತಿಯೊಕ್ ಮನ್ತಲ್ಯಾ ಗಾಂವಾಕ್ ಧಾಡ್ಲ್ಯಾನಿ.