Acts 11:23 — Compare Translations
7 translations compared side by side
Odia - 1840
"ବର୍ଣ୍ଣବ୍ବା ସଠାେରେ ପହଞ୍ଚି ସହେି ଲୋକମାନଙ୍କୁ ପରମେଶ୍ବର ଦଇେଥିବା ଆଶୀର୍ବାଦ ଦେଖି ବହୁତ ଖୁସି ହେଲେ। ସେ ସମାନଙ୍କେୁ ଆହୁରି ଉତ୍ସାହିତ କଲେ। ସେ ସମାନଙ୍କେୁ କହିଲେ, ତୁମ୍ଭର ବିଶ୍ବାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣ ରେ ପ୍ରଭୁଙ୍କର ବାଧ୍ଯ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉପସ୍ଥିତ ହୋଇ ଈଶ୍ଵରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେଠାରେ ପହଞ୍ଚି ଈଶ୍ୱର ସେହି ଲୋକମାନଙ୍କୁ କିପରି ଆଶୀର୍ବାଦ କରିଛନ୍ତି, ତା’ ଦେଖି ଆନନ୍ଦିତ ହେଲେ ଓ ସର୍ବାନ୍ତଃକରଣରେ ପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ରହି ସଦାଚରଣ କରିବା ପାଇଁ ସେମାନଙ୍କୁ ଉଦ୍ବୋଧନ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ଣ୍ଣବ୍ବା ସେଠାରେ ପହଞ୍ଚି ସେହି ଲୋକମାନଙ୍କୁ ପରମେଶ୍ୱର ଦେଇଥିବା ଆଶୀର୍ବାଦ ଦେଖି ବହୁତ ଖୁସୀ ହେଲେ। ସେ ସେମାନଙ୍କୁ ଆହୁରି ଉତ୍ସାହିତ କଲେ। ସେ ସେମାନଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣରେ ପ୍ରଭୁଙ୍କର ବାଧ୍ୟ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾರ್ನಾಬಾಸ್ ಅಂತಿಯೊಕಾಕ್ ಪಾವಲ್ಯಾ ತನ್ನಾ ದೆವಾನ್ ತ್ಯಾ ಲೊಕಾಕ್ನಿ ಲೈ ಆಶಿರ್ವಾದ್ ಕರಲ್ಲೆ ಬಗಟ್ಲ್ಯಾನ್, ಹೆಚ್ಯಾ ವೈನಾ ತೆಕಾ ಲೈ ಖುಶಿ ಹೊಲಿ, ಅನಿ ತೆನಿ ಅಂತಿಯೊಕ್ಯಾತ್ ಹೊತ್ತ್ಯಾ ದೆವಾಚ್ಯಾ ಲೊಕಾಕ್ನಿ ಸಗ್ಳೆ ಪುರಾ ಮನಾನಿ ಧನಿಯಾಚೆರ್ ವಿಶ್ವಾಸಾನ್ ವಾಡ್ವಳ್ಕಿ ಹೊಯ್ ಸಾರ್ಕೆ ಉಮ್ಮೆದ್ ಭರ್ಲ್ಯಾನ್.