Acts 11:24 — Compare Translations

7 translations compared side by side

Odia - 1840
"ବର୍ଣ୍ଣବ୍ବା ଜଣେ ଉତ୍ତମ ବ୍ଯକ୍ତି ଥିଲେ। ସେ ପବିତ୍ର ଆତ୍ମା ଓ ବିଶ୍ବାସ ରେ ପୂର୍ଣ୍ଣ ଥିଲେ। ତେଣୁ ଅନକେ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ଯ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି ପବିତ୍ର ଆତ୍ମା ଓ ବିଶ୍ଵାସରେ ପରିପୂର୍ଣ୍ଣ ଥିଲେ । ଏହିପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ଣ୍ଣବା ପବିତ୍ରଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଜଣେ ଧାର୍ମିକ ବ୍ୟକ୍ତି ଥିଲେ। ତାଙ୍କ ପ୍ରଚାର ଦ୍ୱାରା ଅନେକ ଲୋକ ପ୍ରଭୁଙ୍କ ନିକଟବର୍ତ୍ତୀ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ଣ୍ଣ‌ବ୍‌‌ବା ଜଣେ ଉତ୍ତମ ବ୍ୟକ୍ତି ଥିଲେ। ସେ ପବିତ୍ରଆତ୍ମା ଓ ବିଶ୍ୱାସରେ ପୂର୍ଣ୍ଣ ଥିଲେ। ତେଣୁ ଅନେକ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ । ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾರ್ನಾಬಾಸ್ ಬರೊ ಮಾನುಸ್ ಹೊಲ್ಲೊ, ತೊ ಪವಿತ್ರ್ ಆತ್ಮ್ಯಾನ್ ಭರಲ್ಲೊ ಅನಿ ಪುರಾ ವಿಶ್ವಾಸಾನ್ ಹೊತ್ತೊ ಅನಿ ಲೈ ಲೊಕಾಕ್ನಿ ಧನಿಯಾಕ್ಡೆ ಬಲ್ವುನ್ ಹಾನ್ಲ್ಯಾನ್.