Acts 11:26 — Compare Translations

7 translations compared side by side

Odia - 1840
"ଯେତବେେଳେ ସେ ତାହାଙ୍କୁ ପାଇଲେ, ସେ ତାହାଙ୍କୁ ଆନ୍ତିୟଖିଆକୁ ନଇେ ଆସିଲେ। ଶାଉଲ ଓ ବର୍ଣ୍ଣବ୍ବା ସଠାେରେ ବର୍ଷେ ପର୍ୟ୍ଯନ୍ତ ରହିଲେ ଓ ଯେତେଥର ବିଶ୍ବାସୀମାନଙ୍କ ଦଳ ସମାନଙ୍କେ ନିକଟକୁ ଆସିଲେ, ସମାନେେ ସମାନଙ୍କେୁ ସାକ୍ଷାତ କଲେ ଓ ବହୁତ ଲୋକଙ୍କୁ ଉପଦେଶ ଦେଲେ। ଆନ୍ତିୟଖିଆ ରେ ଯୀଶୁଙ୍କ ଅନୁଗମନକାରୀମାନେ ପ୍ରଥମ ରେ ଖ୍ରୀଷ୍ଟିଆନ ନାମ ରେ ନାମିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତାଙ୍କୁ ପାଇ ଆନ୍ତିୟଖିଆକୁ ଘେନିଆସିଲେ । ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ତଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ଆଖ୍ୟାତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ତାଙ୍କୁ ପାଇ ଆଣ୍ଟିୟୋଖକୁ ନେଇ ଆସିଲେ। ପୁଣି ପୂରା ଏକବର୍ଷ ଯାଏ - ଏହି ଦୁଇ ଜଣ ସ୍ଥାନୀୟ ମଣ୍ଡଳୀର ବିଶ୍ୱାସୀମାନଙ୍କ ସହିତ ମିଳିତ ହୋଇ ବହୁସଂଖ୍ୟକ ଲୋକଙ୍କୁ ଶିକ୍ଷା ଦେଲେ। ଏହି ଆଣ୍ଟିୟୋଖର ବିଶ୍ୱାସୀମାନଙ୍କୁ ଲୋକେ ପ୍ରଥମେ ଖ୍ରୀଷ୍ଟିୟାନ ବୋଲି ସମ୍ବୋଧନ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେ ତାହାଙ୍କୁ ପାଇଲେ, ସେ ତାହାଙ୍କୁ ଆନ୍ତିୟଖିଆକୁ ନେଇ ଆସିଲେ। ଶାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରେ ବର୍ଷେ ପର୍ଯ୍ୟନ୍ତ ରହିଲେ ଓ ଯେତେଥର ବିଶ୍ୱାସୀମାନଙ୍କ ଦଳ ସେମାନଙ୍କ ନିକଟକୁ ଆସିଲେ, ସେମାନେ ସେମାନଙ୍କୁ ସାକ୍ଷାତ କଲେ ଓ ବହୁତ ଲୋକଙ୍କୁ ଉପଦେଶ ଦେଲେ। ଆନ୍ତିୟଖିଆରେ ଯୀଶୁଙ୍କ ଅନୁଗମନକାରୀମାନେ ପ୍ରଥମରେ ଖ୍ରୀଷ୍ଟିଆନ ନାମରେ ନାମିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ । ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾನ್ ಥೈ ಸಾವ್ಲಾಕ್ ಹುಡ್ಕುನ್ ಕಾಡುನ್ ಅಪ್ಲ್ಯಾ ವಾಂಗ್ಡಾ ತೆಕಾ ಅಂತಿಯೊಕಾಕ್ ಬಲ್ವುನ್ ಹಾಡ್ಲ್ಯಾನ್, ತೆನಿ ದೊಗೆಬಿ ಅಂತಿಯೊಕ್ಯಾತ್ ಎಕ್ ವರ್ಸ್ ಪುರಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ಮೊಗಾನ್ ರಾವ್ನ್ ಲೈ ಲೊಕಾಕ್ನಿ ಶಿಕಾಪಾ ಕರ್‍ಲ್ಯಾನಿ, ಜೆಜುಚ್ಯಾ ಗೊಸ್ಟಿಯಾಂಚ್ಯಾ ಸಾರ್ಕೆ ಚಲ್ತಲ್ಯಾ ಲೊಕಾಕ್ನಿ ಕ್ರಿಸ್ತಾಂವಾ ಮನ್ತಲೆ ನಾವ್ ಯೆಲ್ಲೆ ಅಂತಿಯೊಕ್ಯಾತುಚ್.