Acts 11:27 — Compare Translations

7 translations compared side by side

Odia - 1840
"ସେତବେେଳେ କେତକେ ଭାବବାଦୀ ୟିରୂଶାଲମରୁ ଆନ୍ତିୟଖିଆକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମରୁ ଆନ୍ତିୟଖିଆକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଯିରୂଶାଲମରୁ କେତେକ ଭାବବାଦୀ ଆଣ୍ଟିୟୋଖକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ କେତେକ ଭାବବାଦୀ ଯିରୁଶାଲମରୁ ଆନ୍ତିୟଖିଆକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମ ସହରରୁ ଆନ୍ତିୟଖିଆକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମରୁ ଆନ୍ତିୟଖିଆକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಥೊಡಿ ಲೊಕಾ ಪ್ರವಾದಿಯಾ ಜೆರುಜಲೆಮಾಕ್ನಾ ಅಂತಿಯೊಕಾಕ್ ಗೆಲಿ.