Acts 11:28 — Compare Translations
7 translations compared side by side
Odia - 1840
"ସମାନଙ୍କେ ମଧିଅରେ ଆଗାବା ନାମକ ଜଣେ ଭାବବାଦୀ ଥିଲେ। ସେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇେ ଭବିଷ୍ଯଦ୍ବାଣୀ କହିଲେ, ଏ ସମଗ୍ର ପୃଥିବୀ ରେ ମହାଦୁର୍ଭିକ୍ଷ ପଡ଼ିବ, ସହେି ସମୟରେ ଲୋକମାନେ କିଛି ଖାଇବାକୁ ପାଇବେ ନାହିଁ। ଏହି ଦୁର୍ଭିକ୍ଷ କ୍ଲାଉଦିଅ କାଇସରଙ୍କ ସମୟରେ ପଡିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହା ଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ଵାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ଲୋକ ଆତ୍ମାଙ୍କ ଶକ୍ତିରେ ପୂର୍ଣ୍ଣ ହୋଇ ସମଗ୍ର ପୃଥିବୀରେ ଏକ ଭୟଙ୍କର ଦୁର୍ଭିକ୍ଷ ହେବ ବୋଲି ଭବିଷ୍ୟ ବାଣୀ ଶୁଣାଇଲେ। (ସମ୍ରାଟ କ୍ଳଡିୟସ୍ଙ୍କ ସମୟରେ ଏହା ଘଟିଥିଲା।)
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମଧ୍ୟରେ ଆଗାବ ନାମକ ଜଣେ ଭାବବାଦୀ ଥିଲେ। ସେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଭବିଷ୍ୟଦ୍ବାଣୀ କହିଲେ, “ଏ ସମଗ୍ର ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ, ସେହି ସମୟରେ ଲୋକମାନେ କିଛି ଖାଇବାକୁ ପାଇବେ ନାହିଁ।” ଏହି ଦୁର୍ଭିକ୍ଷ କ୍ଳାଉଦିଅ କାଇସରଙ୍କ ସମୟରେ ପଡ଼ିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಪ್ರವಾದ್ಯಾತ್ನಿ ಅಗಬ್! ಮನ್ತಲೊ ಎಕ್ಲೊ ಹೊತ್ತೊ, ಹೆನಿ ಅಂತಿಯೊಕ್ಯಾತ್ ಪವಿತ್ರ್ ಆತ್ಮ್ಯಾನ್ ಭರುನ್ ಸಗ್ಳ್ಯಾ ಜಗಾಕುಚ್ ಲೈ ಮೊಟೊ ಬರ್ಗಾಲ್ ಯೆತಲೊ ಹಾಯ್ ಮನುನ್ ಸಾಂಗ್ಲ್ಯಾನ್, ತೊ ಬರ್ಗಾಲ್ ಕ್ಲಾಡಿಸ್ ಮನ್ತಲ್ಯಾ ರಾಜಾಚ್ಯಾ ಎಳಾರ್ ಯೆಲೊ.