Acts 11:29 — Compare Translations
7 translations compared side by side
Odia - 1840
"ସେଥିପାଇଁ ବିଶ୍ବାସୀମାନେ ସ୍ଥିର କଲେ ଯେ, ସମାନେେ ଯଥାଶକ୍ତି ସାହାୟ୍ଯ ପାଠାଇବେ। ପ୍ରେତ୍ୟକକ ବିଶ୍ବାସୀ ନିଜର ସାଧ୍ଯମତେ ସାହାୟ୍ଯ ଦବୋପାଇଁ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୁଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଯିହୁଦାରେ ବାସ କରୁଥିବା ବିଶ୍ୱାସୀ ଭାଇମାନଙ୍କ ପାଖକୁ ସେମାନଙ୍କ ସାଧ୍ୟାନୁଯାୟୀ ସାହାଯ୍ୟ ପଠାଇବେ ବୋଲି ସ୍ଥିର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ବିଶ୍ୱାସୀମାନେ ସ୍ଥିର କଲେ ଯେ, ସେମାନେ ଯଥାଶକ୍ତି ସାହାଯ୍ୟ ପାଠାଇବେ। ପ୍ରତ୍ୟେକ ବିଶ୍ୱାସୀ ନିଜର ସାଧ୍ୟମତେ ସାହାଯ୍ୟ ଦେବା ପାଇଁ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆಯ್ ಗಾಂವಾತ್ಲ್ಯಾ ಭಾವಾಕ್ನಿ ಅನಿ ಭೆನಿಯಾಕ್ನಿ ಮಜ್ಜತ್ ಕರುಚೆ ಮನುನ್ ದೆವಾಚ್ಯಾ ಲೊಕಾನಿ ಚಿಂತುನ್ ದೆವಾಚ್ಯಾ ಲೊಕಾತ್ನಿ ಹರ್ ಎಕ್ಲ್ಯಾನ್ಬಿ ಅಪ್ನಾಕ್ಡೆ ಕೌವ್ಡೆ ಹೊತಾ ತವ್ಡೆ ತೆಂಕಾ ಧಾಡುನ್ ದಿವ್ಕ್ ಯೆವ್ಜನ್ ಕರ್ಲ್ಯಾನಿ.