Acts 11:3 — Compare Translations
7 translations compared side by side
Odia - 1840
"ସମାନେେ କହିଲେ, ତୁମ୍ଭେ ସୁନ୍ନତ ନ ହାଇେଥିବା ଲୋକଙ୍କ ଘରକୁ ଯାଇଛ ଓ ସମାନଙ୍କେ ସହିତ ଭୋଜନ ମଧ୍ଯ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅସୁନ୍ନତି ଲୋକମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆପଣ ଅସୁନ୍ନତ ଅଣଇହୁଦୀମାନଙ୍କ ଗୃହରେ ଅତିଥି ହେଲେ, ଏପରି କି ସେମାନଙ୍କ ସହିତ ଭୋଜନ କଲେ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ତୁମ୍ଭେ ସୁନ୍ନତ ନ ହୋଇଥିବା ଲୋକଙ୍କ ଘରକୁ ଯାଇଛ ଓ ସେମାନଙ୍କ ସହିତ ଭୋଜନ ମଧ୍ୟ କରିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅସୁନ୍ନତି ଲୋକମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜುದೆವ್ ನ್ಹಯ್ ಹೊಲ್ಲ್ಯಾಂಚ್ಯಾ ಅನಿ ಸುನ್ನತ್ ಕರುನ್ ಘೆವ್ ನಸಲಾಂಚ್ಯಾ ಘರಾತ್ನಿ ತಿಯಾ ಗೆಲೈ! ಅನಿ ತಿಯಾ ತೆಂಚ್ಯಾ ವಾಂಗ್ಡಾ ಜೆವಾನ್ಬಿ ಕರ್ಲೆ! ಮನುನ್ ಸಾಂಗ್ಲ್ಯಾನಿ.