Acts 11:30 — Compare Translations
7 translations compared side by side
Odia - 1840
"ସମାନେେ ସବୁ ପଇସା ଏକାଠି କରି ଶାଉଲ ଓ ବର୍ଣ୍ଣବ୍ବାଙ୍କୁ ଦେଲେ। ଶାଉଲ ଓ ପର୍ଣ୍ଣବ୍ବା ତାହା ଆଣି ୟିହୂଦାର ପ୍ରାଚୀନ ବ୍ଯକ୍ତିମାନଙ୍କୁ ହାତ ରେ ଅର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଅର୍ଥ ସଂଗ୍ରହ କରି ବର୍ଣ୍ଣବା ଓ ଶାଉଲଙ୍କ ହାତରେ ମଣ୍ଡଳୀର ସେବକମାନଙ୍କ ନିକଟକୁ ତାହା ପଠାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସବୁ ପଇସା ଏକାଠି କରି ଶାଉଲ ଓ ବର୍ଣ୍ଣବ୍ବାଙ୍କୁ ଦେଲେ। ଶାଉଲ ଓ ବର୍ଣ୍ଣବ୍ବା ତାହା ଆଣି ଯିହୂଦାର ପ୍ରାଚୀନ ବ୍ୟକ୍ତିମାନଙ୍କ ହାତରେ ଅର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪೈಸೆ ಜಮ್ವುನ್ ಬರ್ನಾಬಾಸ್, ಅನಿ ಸಾವ್ಲಾಕ್ಡೆ ದಿಲ್ಯಾನಿ, ಮಾನಾ ಬಾರ್ನಾಬಾಸ್ ಅನಿ ಸಾವ್ಲಾನ್ ತೆ ಪೈಸೆ ಹಾನುನ್ ಜುದೆಯಾತ್ಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ಮುಖಂಡಾಕ್ನಿ ಧಾಡುನ್ ದಿಲ್ಯಾನಿ.