Acts 11:4 — Compare Translations

7 translations compared side by side

Odia - 1840
"ତେଣୁ ପିତର ସମାନଙ୍କେୁ ସମସ୍ତ ଘଟଣାମାନ ବୁଝାଇ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପିତର ବିଷୟଟି ଆଦ୍ୟପ୍ରା; ବୁଝାଇବାକୁ ଆରମ୍ଭ କରି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆରମ୍ଭରୁ ଯାହା ଯାହା ଘଟିଥିଲା, ପିତର ସେମାନଙ୍କୁ ତାହରା ସଂପୂର୍ଣ୍ଣ ବିବରଣୀ ଦେବାକୁ ଯାଇ କହିଲେ:
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପିତର ସେମାନଙ୍କୁ ସମସ୍ତ ଘଟଣାମାନ ବୁଝାଇ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಪೆದ್ರುನ್ ಅದ್ದಿಚ್ಯಾನ್ ಹೊಲ್ಲಿ ಸಂಗ್ತಿಯಾ ಸಗ್ಳ್ಯಿ ತೆಂಕಾ ಸಾಂಗುನ್ಗೆತ್,