Acts 11:5 — Compare Translations
7 translations compared side by side
Odia - 1840
"ମୁଁ ଯାଫୋ ନଗର ରେ ପ୍ରାର୍ଥନା କଲା ବେଳେ ଗୋଟିଏ ଦିବ୍ଯଦର୍ଶନ ଦେଖିଲି। ଗୋଟିଏ ଚାଦର ଚ଼ାରିକଣରୁ ଧରାଯାଇ ସ୍ବର୍ଗରୁ ମାେ ଆଡ଼କୁ ଖସିଆସୁଥିବାର ମୁଁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ଯୋପ୍ପା ନଗରରେ ପ୍ରାର୍ଥନା କରୁଥିବା ସମୟରେ ଗୋଟିଏ ଦର୍ଶନ ପାଇଲି। ଏକ ବଡ଼ ଚାଦର ଚାରିକୋଣରୁ ଝୁଲା ହୋଇ ଆକାଶରୁ ତଳକୁ ଖସୁଥିବାର ମୁଁ ଦେଖିଲି, ତାହା ମୋ’ ନିକଟରେ ଅଟକିଗଲା।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଯାଫୋ ନଗରରେ ପ୍ରାର୍ଥନା କଲାବେଳେ ଗୋଟିଏ ଦିବ୍ୟଦର୍ଶନ ଦେଖିଲି। ଗୋଟିଏ ଗ୍ଭଦର ଗ୍ଭରି କୋଣରୁ ଧରାଯାଇ ସ୍ୱର୍ଗରୁ ମୋ’ ଆଡ଼କୁ ଖସିଆସୁଥିବାର ମୁଁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
Odia IRV 2017 (ଓଡିଆ ବାଇବେଲ)
ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ತೆಂಕಾ, ಮಿಯಾ ಜೊಪ್ಪಾ ಮನ್ತಲ್ಯಾ ಶಾರಾತ್ ಹೊತ್ತ್ಯಾ ತನ್ನಾ, ಮಾಗ್ನಿ ಕರ್ತಾನಾ, ಮಾಕಾ ಎಕ್ ದರ್ಶನ್ ದಿಸ್ಲೆ ತ್ಯಾ ದರ್ಶನಾತ್ ಮಳ್ಬಾಕ್ನಾ ಉತ್ರುನ್ ಯೆತಲೊ ಎಕ್ ವಸ್ತ್ ಬಗ್ಲೊ ತೆ ಫಾಂಡ್ರ್ಯಾ ಕಪ್ಡ್ಯಾಚ್ಯಾ ಝೊಳ್ಗಿ ಸಾರ್ಕೆ ಹೊತ್ತೆ ತೆಚ್ಯಾ ಚಾರಿ ಮುಲ್ಲ್ಯಾಕ್ನಿಬಿ ಬಾಂದುನ್ ಮಳಬಾಕ್ನಾ ಖಾಲ್ತಿ ಸೊಡಲ್ಲೆ ಹೊತ್ತೆ ತೆ ಉತ್ರುನ್ ಯೆವ್ನ್ ಮಿಯಾ ಹೊತ್ಯಾಕ್ಡೆ ಜಗೊಳುಚ್ ಇಬೆ ರಾಲೆ.