Acts 11:6 — Compare Translations

7 translations compared side by side

Odia - 1840
"ମୁଁ ମନୋୟୋଗ ସହିତ ନିରୀକ୍ଷଣ କରି ଦେଖିଲି ଯେ, ସେଥି ରେ ଚ଼ାରିପାଦ ବିଶିଷ୍ଟ ପଶୁ, ଜଙ୍ଗଲୀ ଜନ୍ତୁ, ସରୀସୃପ, ଓ ଆକାଶର ପକ୍ଷୀସବୁ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହା ମୋʼ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚତୁଷ୍ପଦ ପ୍ରାଣୀ, ବନ୍ୟ ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଭଲଭାବେ ଭିତରକୁ ନିରୀକ୍ଷଣ କରି ତାହା ମଧ୍ୟରେ ଚତୁଷ୍ପଦ ପ୍ରାଣୀ, ଅନ୍ୟ ପଶୁ, ସରୀସୃପ ଓ ବନ୍ୟ ପକ୍ଷୀମାନଙ୍କୁ ଦେଖିଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମନୋଯୋଗ ସହିତ ନିରୀକ୍ଷଣ କରି ଦେଖିଲି ଯେ, ସେଥିରେ ଗ୍ଭରିପାଦ ବିଶିଷ୍ଟ ପଶୁ, ଜଙ୍ଗଲୀ ଜନ୍ତୁ, ସରୀସୃପ, ଓ ଆକାଶର ପକ୍ଷୀସବୁ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
Odia IRV 2017 (ଓଡିଆ ବାଇବେଲ)
ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾತ್ಯುರ್ ಜಿಮ್ನಿ ವೈಲಿ ಚಾರ್ ಪಾಯಾಂಚಿ ಜನಾವರಾ ಭಯಾನಕ್ ಜನಾವರಾ, ಪೊಟಾನ್ ಫಿರ್ತಲೆ ಕಿಡೆ ಅನಿ ಫಾಂಕ್ರಾಬಿ ಹೊತ್ತಿ ಮಿಯಾ ಬಗಟ್ಲೊ.