Acts 11:8 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ କହିଲି, 'ପ୍ରଭୁ, ମୁଁ ଏହା କଦାପି କରିବି ନାହିଁ, କାରଣ ମୁଁ କବେେ ଅପବିତ୍ର ଓ ଅପରିଷ୍କାର ଖାଦ୍ୟ ଖାଇନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୋ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ଉତ୍ତର ଦେଲି, ‘ନା ପ୍ରଭୁ! ମୁଁ ପାରିବି ନାହିଁ। ଏପର୍ଯ୍ୟନ୍ତ କୌଣସି ଅଶୁଚି ବା ଅପବିତ୍ର ଖାଦ୍ୟ ମୋ’ ମୁଖ ସ୍ପର୍ଶ କରି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ମୁଁ କହିଲି, ‘ପ୍ରଭୁ, ମୁଁ ଏହା କଦାପି କରିବି ନାହିଁ, କାରଣ ମୁଁ କେବେ ଅପବିତ୍ର ଓ ଅପରିଷ୍କାର ଖାଦ୍ୟ ଖାଇ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ କହିଲି, ନାହିଁ ପ୍ରଭୁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୁ ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ, ಧನಿಯಾ ಮಿಯಾ ತಸೊ ಕರಿನಾ! ಭ್ರಸ್ಟ್ ಅನಿ ಅಶುದ್ದ್ ಹೊತ್ತೆ ಕಾಯ್ಬಿ ಮಿಯಾ ಖಾಯ್ನಾ ಮನುನ್ ಸಾಂಗಲ್ಲೊ.