Acts 12:1 — Compare Translations
7 translations compared side by side
Odia - 1840
"ରାଜା ହରେୋଦ ସେ ସମୟରେ ମଣ୍ଡଳୀ ରେ କେତକେ ଲୋକଙ୍କ ଉପରେ ଅତ୍ଯାଚ଼ାର କରିବା ଆରମ୍ଭ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ତଳୀର କେତେକ ଜଣକୁ ଉପଦ୍ରବ କରିବା ନିମନ୍ତେ ହସ୍ତକ୍ଷେପ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସମୟରେ ରାଜା ହେରୋଦ ମଣ୍ଡଳୀର କେତେକ ସଭ୍ୟଙ୍କ ପ୍ରତି ଉପଦ୍ରବ ଆରମ୍ଭ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସୀମଣ୍ଡଳୀ ଉପରେ ହେରୋଦଙ୍କର ଅତ୍ୟାଗ୍ଭର ରାଜା ହେରୋଦ ସେ ସମୟରେ ମଣ୍ଡଳୀରେ କେତେକ ଲୋକଙ୍କ ଉପରେ ଅତ୍ୟାଗ୍ଭର କରିବା ଆରମ୍ଭ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಯೆಳಾರ್ ಹೆರೊದ್ರಾಜಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ಲ್ಯಾ ಥೊಡಾಕ್ನಿ ತರಾಸ್ ದಿವ್ಕ್ ಲಾಗುನ್,