Acts 12:11 — Compare Translations

7 translations compared side by side

Odia - 1840
"ତା'ପରେ ପିତର ଜାଣିପାରିଲେ ତାହାଙ୍କୁ ଯାହା ସବୁ ଘଟିଗଲା ଏବଂ କହିଲେ, ମୁଁ ବର୍ତ୍ତମାନ ଜାଣିଲି, ଏହା ପ୍ରକୃତ ରେ ସତ୍ଯ ଅଟେ। ପ୍ରଭୁ ପ୍ରକୃତ ରେ ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇ େ ହରୋଦଙ୍କ କବଳରୁ ମାେତେ ଉଦ୍ଧାର କଲେ ଓ ଯିହୂଦୀୟମାନଙ୍କ ସମସ୍ତ ମନ୍ଦ ଆଶାକୁ ବ୍ଯର୍ଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ, ଯାହା ଘଟିଥିଲା, ପିତର ତାହା ଜାଣିପାରି କହିଲେ, “ଏହା ପ୍ରକୃତରେ ସତ୍ୟ ବୋଲି ମୁଁ ଜାଣିପାରୁଛି। ହେରୋଦର କବଳରୁ ଓ ଇହୁଦୀ ଲୋକମାନେ ଯାହା ଘଟିବ ବୋଲି ଆଶା କରିଥିଲେ, ତହିଁରୁ ମୋତେ ରକ୍ଷା କରିବା ପାଇଁ ପ୍ରଭୁ ସ୍ୱର୍ଗଦୂତଙ୍କୁ ପଠାଇଥିଲେ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପିତର ଜାଣି ପାରିଲେ ତାହାଙ୍କୁ ଯାହାସବୁ ଘଟିଗଲା ଏବଂ କହିଲେ, “ମୁଁ ବର୍ତ୍ତମାନ ଜାଣିଲି, ଏହା ପ୍ରକୃତରେ ସତ୍ୟ ଅଟେ। ପ୍ରଭୁ ପ୍ରକୃତରେ ତାହାଙ୍କ ସ୍ୱର୍ଗଦୂତଙ୍କୁ ପଠାଇ ହେରୋଦଙ୍କ କବଳରୁ ମୋତେ ଉଦ୍ଧାର କଲେ ଓ ଯିହୂଦୀୟମାନଙ୍କ ସମସ୍ତ ମନ୍ଦ ଆଶାକୁ ବ୍ୟର୍ଥ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಲ್ಲಿ ಸಂಗ್ತಿಯಾ ತನ್ನಾ ಪೆದ್ರುನ್ ಕಳ್ವುನ್ ಘೆವ್ನ್ “ಧನಿಯಾನ್ ದೆವಾಚ್ಯಾ ದುತಾಕ್ ಖರೆಬಿ ಮಾಜ್ಯಾಕ್ಡೆ ಧಾಡುನ್ ದಿಲ್ಯಾನ್ ಮನ್ತಲೆ ಮಾಕಾ ಅತ್ತಾ ಕಳ್ಳೆ, ತೆನಿ ಮಾಕಾ ಹೆರೊದ್ ರಾಜಾಚ್ಯಾ ಹಾತಿತ್ನಾ ಪಾರ್ ಕರ್‍ಲ್ಯಾನ್, ಜುದೆವಾಂಚ್ಯಾ ಲೊಕಾನಿ ಮಾಕಾ ಬುರ್ಶೆ ಹೊತಾ ಮನುನ್ ಚಿಂತಲ್ಯಾನಿ, ಖರೆ ಧನಿಯಾನ್ ಮಾಕಾ ತರಾಸಾತ್ನಾ ರಾಕ್ವನ್ ಕರ್‍ಲ್ಯಾನ್” ಮನುನ್ ಘೆಟ್ಲ್ಯಾನ್.