Acts 12:13 — Compare Translations

7 translations compared side by side

Odia - 1840
"ପିତର କବାଟରେ ଠକ୍ ଠକ୍ କରନ୍ତେ ରୋଦା ନାମକ ଜଣେ ଚ଼ାକରାଣୀ କବାଟ ଖାଲିବୋକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବାହାର ଦ୍ଵାରରେ ମାରନ୍ତେ, ରୋଦା ନାମରେ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ବାହାର କବାଟରେ ଆଘାତ କଲେ, ରୋଦା ନାମ୍ନୀ ଜଣେ ଦାସୀ କବାଟ ଖୋଲିବାକୁ ଆସିଲା।
Odia Bible ERV 2004 (ପବିତ୍ର ବାଇବଲ)
ପିତର କବାଟରେ ଠକ୍ ଠକ୍ କରନ୍ତେ ରୋଦା ନାମକ ଜଣେ ଗ୍ଭକରାଣୀ କବାଟ ଖୋଲିବାକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ತ್ಯಾ ಘರಾಕ್ ಯೆವ್ನ್ ಧಾರ್ ಬಡ್ವುಲ್ಯಾನ್, ರೊದ್ ಮನ್ತಲಿ ಆಳ್ ಕೊನ್‍ ಕಾಯ್ ಮನುನ್ ಬಗುಕ್ ಯೆಲಿ.