Acts 12:17 — Compare Translations
7 translations compared side by side
Odia - 1840
"ପିତର ସମାନଙ୍କେୁ ହାତ ରେ ଠାରି ଚୁପ୍ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସମାନଙ୍କେୁ ବୁଝାଇ କହିଲେ। ସେ ଏ ବିଷୟ ରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣଇବୋ ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ, ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ହାତରେ ସଙ୍କେତ ଦେଇ ନୀରବ ରହିବାକୁ କହିଲେ ଓ ପ୍ରଭୁ ତାଙ୍କୁ କିପରି କାରାଗାରରୁ ବାହାର କରି ଆଣିଲେ, ସେ ବିଷୟ ସେମାନଙ୍କ ଆଗରେ ବର୍ଣ୍ଣନା କଲେ। ତା’ପରେ ଏସବୁ କଥା ଯାକୁବ ଓ ଅନ୍ୟ ସମସ୍ତ ବିଶ୍ୱାସୀମାନଙ୍କୁ ଜଣାଇବା ପାଇଁ ନିର୍ଦ୍ଦେଶ ଦେଇ ସେ ସେଠାରୁ ଅନ୍ୟ ଆଡ଼େ ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ସେମାନଙ୍କୁ ହାତରେ ଠାରି ଚୁପ୍ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସେମାନଙ୍କୁ ବୁଝାଇ କହିଲେ। ସେ ଏ ବିଷୟରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣେଇବା ପାଇଁ କହିଲେ। ତା’ପରେ ସେ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ತೆಂಕಾ ಗಪ್ಪ್ ರ್ಹಾಯ್ ಸಾರ್ಕೆ ಸೊನ್ನಾಯ್ ಕರ್ಲ್ಯಾನ್, ಅನಿ ಧನಿಯಾನ್ ಅಪ್ನಾಕ್ ಬಂದಿಖಾನ್ಯಾತ್ನಾ ಸೊಡ್ವುನ್ ಹಾನಲೆ ಕಶೆ ಮನ್ತಲೆ ತೆಂಕಾ ಸಾಂಗುನ್, ಜಾಕೊಬಾಕ್ ಅನಿ ಹುರಲ್ಲ್ಯಾ ಭಾವಾಕ್ನಿಬಿ ಹಿ ಸಂಗ್ತಿಯಾ ಕಳ್ವಾ ಮನುನ್ ಸಾಂಗ್ಲ್ಯಾನ್, ಮಾನಾ ಪೆದ್ರು ಥೈತ್ನಾ ದುಸ್ರ್ಯಾಕ್ಡೆ ಗೆಲೊ.