Acts 12:18 — Compare Translations

7 translations compared side by side

Odia - 1840
"ତହିଁ ଆରଦିନ ସକାଳ ହବୋରୁ ସୈନ୍ଯମାନେ ଅତି ବିବ୍ରତ ହାଇଗେଲେ। ପିତରଙ୍କ ପ୍ରତି କ'ଣ ଘଟିଥିବ, ଏହା ଭାବି ସମାନେେ ଚିନ୍ତିତ ହାଇପେଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ପ୍ରହରୀମାନଙ୍କ ଭିତରେ ଭାଳେଣି ପଡ଼ିଲା।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଆରଦିନ ସକାଳ ହେବାରୁ ସୈନ୍ୟମାନେ ଅତି ବିବ୍ରତ ହୋଇଗଲେ। ପିତରଙ୍କ ପ୍ରତି କ’ଣ ଘଟିଥିବ, ଏହା ଭାବି ସେମାନେ ଚିନ୍ତିତ ହୋଇପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା।
Odia IRV 2017 (ଓଡିଆ ବାଇବେଲ)
ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಂದಿಸಿ, ಪೆದ್ರು ಖೈ ಗೆಲೊ ಮನುನ್ ಸೈನಿಕಾತ್ನಿ ಮೊಟೊ ಗೊಂದಲ್ ಹೊಲೊ.