Acts 12:21 — Compare Translations

7 translations compared side by side

Odia - 1840
"େ ହରୋଦ ଗୋଟିଏ ନିର୍ଦ୍ଦିଷ୍ଟ ଦିନ ସମାନଙ୍କେୁ ଦଖାେ କରିବାପାଇଁ ସ୍ଥିର କଲେ। ସଦେିନ ସେ ରାଜକୀୟ ବସ୍ତ୍ର ପିନ୍ଧି ସିଂହାସନ ରେ ବସି ଲୋକମାନଙ୍କୁ ଭାଷଣ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ବକ୍ତୃତା ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ନିରୂପିତ ଦିନରେ ହେରୋଦ ରାଜକୀୟ ପୋଷାକ ପରିଧାନ କଲେ ଏବଂ ସିଂହାସନରେ ବସି ଲୋକମାନଙ୍କୁ ଏକ ଭାଷଣ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦ ଗୋଟିଏ ନିର୍ଦ୍ଦିଷ୍ଟ ଦିନ ସେମାନଙ୍କୁ ଦେଖା କରିବା ପାଇଁ ସ୍ଥିର କଲେ। ସେଦିନ ସେ ରାଜକୀୟ ବସ୍ତ୍ର ପିନ୍ଧି ସିଂହାସନରେ ବସି ଲୋକମାନଙ୍କୁ ଭାଷଣ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಭೆಟುಕ್ ಮನುನ್ ಹೆರೊದ್ ರಾಜಾನ್ ಎಕ್‍ ದಿಸ್ ವಳಕ್ ಕರುನ್, ತ್ಯಾ ದಿಸಿ ತೆನಿ ಬರೆ ದಿಸ್ತಲೆ ರಾಜಾಚೆ ಕಪ್ಡೆ ನೆಸುನ್ ಘೆವ್ನ್ ಅಪ್ಲ್ಯಾ ಸಿವಾಸನಾರ್ ಬಸುನ್ ಲೊಕಾಕ್ನಿ ಭಾಶಾನ್ ಕರ್‍ಲ್ಯಾನ್.