Acts 12:23 — Compare Translations
7 translations compared side by side
Odia - 1840
"େ ହରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ବରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶଷେ ରେ ସେ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ଵରଙ୍କୁ ଗୌରବ ଦେଲେ ନାହିଁ, ଆଉ ସେ କୀଟ ଦ୍ଵାରା ଭକ୍ଷିତ ହୋଇ ପ୍ରାଣତ୍ୟାଗ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିକ୍ଷଣି ପ୍ରଭୁଙ୍କର ଦୂତ ହେରୋଦଙ୍କୁ ଆଘାତ କଲେ, କାରଣ ଈଶ୍ୱରଙ୍କୁ ଯେଉଁ ଗୌରବ ଦେବା କଥା, ସେ ତାହା ତାଙ୍କୁ ଦେଇ ନ ଥିଲେ। କୀଟଦ୍ରଂଷ୍ଟ ହୋଇ ସେ ମୃତ୍ୟୁଭୋଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ୱରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶେଷରେ ସେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
Odia IRV 2017 (ଓଡିଆ ବାଇବେଲ)
ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದಾನ್ ಹಿ ಹೊಗ್ಳಾಪಾ ಸಗ್ಳಿ ಅಪ್ನಾಚಿಚ್ ಕರುನ್ ಘೆಟ್ಲ್ಯಾನ್, ತೆನಿ ದೆವಾಕ್ ಮಹಿಮಾ ಕರುಕ್ ನಾ ತಸೆ ಹೊವ್ನ್ ತನ್ನಾಚ್ ಧನಿಯಾಚ್ಯಾ ದೆವ್ ದುತಾನ್ ತೆಕಾ ರೊಗ್ ಯೆಯ್ ಸಾರ್ಕೆ ಕರ್ಲ್ಯಾನ್, ಅನಿ ತೆಚ್ಯಾ ಅಂಗಾತ್ಲಿ ಭುತ್ತುರ್ಲಿ ಭಾಗಾ ಕಿಡ್ಯಾನಿ ಖಾವ್ನ್ ತೊ ಮರುನ್ ಗೆಲೊ.