Acts 12:3 — Compare Translations
7 translations compared side by side
Odia - 1840
"ଯିହୂଦୀମାନଙ୍କୁ ଏ ଘଟଣା ରେ ଖୁସି ହବୋର ଦେଖି ପିତରଙ୍କୁ ମଧ୍ଯ ବନ୍ଦୀ କରିବାପାଇଁ ଆଗଇେଲେ। ଏହା ଯିହୂଦୀୟ ନିସ୍ତାରପର୍ବ ଦିନର ଘଟଣା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୁଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ । ସେହି ସମୟରେ ଖମୀରଶୂନ୍ୟ ରୋଟୀର ପର୍ବ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀମାନେ ଏଥିରେ ସନ୍ତୁଷ୍ଟ ଦେଖି ସେ ପିତରଙ୍କୁ ମଧ୍ୟ ବନ୍ଦୀ କଲେ। (ଏହି ଘଟଣା ତାଡ଼ିଶୂନ୍ୟ ରୋଟୀ ପର୍ବ ସମୟରେ ଘଟିଥିଲା।)
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନଙ୍କୁ ଏ ଘଟଣାରେ ଖୁସୀ ହେବାର ଦେଖି ପିତରଙ୍କୁ ମଧ୍ୟ ବନ୍ଦୀ କରିବା ପାଇଁ ଆଗେଇଲେ। ଏହା ଯିହୂଦୀୟ ନିସ୍ତାରପର୍ବ ଦିନର ଘଟଣା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୂଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ । ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚ್ಯಾ ಲೊಕಾಕ್ನಿ ಹೆ ಸಗ್ಳೆ ಬರೆ ದಿಸ್ಲಿ ಮನ್ತಲೆ ಹೆರೊದಾನ್ ಕಳ್ವುನ್ ಘೆಟ್ಲ್ಯಾನ್, ತಸೆ ಹೊವ್ನ್ ತೆನಿ ಪೆದ್ರುಕ್ ಭಾಂದುನ್ ಬಂಧಿಖಾನ್ಯಾತ್ ಘಾಲುಕ್ ಲಾವ್ಲ್ಯಾನ್, ತನ್ನಾ ಫುಗ್ ನಸಲ್ಲ್ಯಾ ಭಾಕ್ರಿಯಾಂಚೊ ಸನ್ ಚಲಿತ್ ಹೊತ್ತೊ.