Acts 12:5 — Compare Translations

7 translations compared side by side

Odia - 1840
"ତେଣୁ ପିତର କାରାଗାର ରେ ବନ୍ଦୀ ହାଇେ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ବରଙ୍କ ନିକଟରେ ନିରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାଙ୍କ ନିମନ୍ତେ ମଣ୍ତଳୀ ଦ୍ଵାରା ଏକାଗ୍ର ଭାବରେ ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର କାରାଗାରରେ ଥିବାବେଳେ ମଣ୍ଡଳୀର ଲୋକମାନେ ଏକାଗ୍ର ଚିତ୍ତରେ ତାଙ୍କ ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପିତର କାରାଗାରରେ ବନ୍ଦୀ ହୋଇ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ୱରଙ୍କ ନିକଟରେ ନିରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
Odia IRV 2017 (ଓଡିଆ ବାଇବେଲ)
ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಬಂದಿಖಾನ್ಯಾತ್ ರಾತಾನಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ಲಿ ಲೊಕಾ ತೆಚ್ಯಾ ಸಾಟ್ನಿ ಪುರಾ ಮನ್ ದಿವ್ನ್ ಮಾಗ್ನಿ ಕರಿತ್.