Acts 12:7 — Compare Translations

7 translations compared side by side

Odia - 1840
"ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ସଠାେରେ ଉଭା ହେଲେ। କଠାେରୀଟି ଉଜ୍ଜ୍ବଳ ଆ ଲୋକରେ ଆଲୋକିତ ହାଇଗେଲା। ସେ ପିତରଙ୍କୁ ହଲଇେ ଦଇେ କହିଲେ, ଶୀଘ୍ର ଉଠ। ସହେି ସମୟରେ ତାହାଙ୍କ ହାତରୁ ସବୁ ଶିକୁଳି ଖସିପଡ଼ିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାଙ୍କୁ ଜଗାଇ କହିଲେ, ଶୀଘ୍ର ଉଠ । ସେଥିରେ ତାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ଠିଆ ହେଲେ ଓ କୋଠରୀଟି ଆଲୋକରେ ଉଦ୍ଭାସିତ ହେଲା। ସ୍ୱର୍ଗଦୂତ ପିତରଙ୍କ କାନ୍ଧକୁ ହଲାଇ ତାଙ୍କୁ ନିଦରୁ ଉଠାଇ କହିଲେ, “ଶୀଘ୍ର ଉଠ!” ସଙ୍ଗେ ସଙ୍ଗେ ପିତରଙ୍କ ହାତରେ ବନ୍ଧା ଯାଇଥିବା ଜଞ୍ଜିର ଖସି ପଡ଼ିଲା।
Odia Bible ERV 2004 (ପବିତ୍ର ବାଇବଲ)
ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ସେଠାରେ ଉଭା ହେଲେ। କୋଠରିଟି ଉଜ୍ଜ୍ୱଳ ଆଲୋକରେ ଆଲୋକିତ ହୋଇଗଲା। ସେ ପିତରଙ୍କୁ ହଲେଇ ଦେଇ କହିଲେ, “ଶୀଘ୍ର ଉଠ।” ସେହି ସମୟରେ ତାହାଙ୍କ ହାତରୁ ସବୁ ଶିକୁଳି ଖସିପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ದಮ್, ಧನಿಯಾಚೊ ದುತ್ ಥೈ ಇಬೆ ರ್‍ಹಾಲೊ, ತ್ಯಾ ಖೊಲಿತ್ ಉಜ್ವೊಡ್ ಹೊಲೊ, ದೆವ್ ದುತಾನ್ ಪೆದ್ರುಕ್ ಆಪ್ಡುನ್ ಉಟ್ವುನ್ “ಲಗ್ಗುನಾ ಉಟ್!” ಮಟ್ಲ್ಯಾನ್, ತನ್ನಾ ತಾಬೊಡ್ತೊಬ್ ತೆಚ್ಯಾ ಹಾತಿಚಿ ಸರ್ಪೊಳಿಯಾ ಸುಟುನ್ ಪಡ್ಲಿ.