Acts 12:8 — Compare Translations
7 translations compared side by side
Odia - 1840
"ସେ ସ୍ବର୍ଗଦୂତ ପିତରଙ୍କୁ କହିଲେ, ଲୁଗାପଟା ଓ ଜୋତା ପିନ୍ଧ। ସେ ପିନ୍ଧିଲେ। ସେ ପୁଣି କହିଲେ, ତୁମ୍ଭର ଚ଼ାଦର ଘୋଡ଼ଇେ ହୁଅ ଓ ମାେତେ ଅନୁସରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦୂତ ତାଙ୍କୁ କହିଲେ, କଟିବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସ୍ୱର୍ଗଦୂତ କହିଲେ, “କମରପଟି ଭିଡ଼, ପାଦୁକା ପିନ୍ଧ।” ପିତର ତାହା କରିବା ପରେ ସ୍ୱର୍ଗଦୂତ କହିଲେ, “ଦେହରେ ଚାଦର ପକାଇ ମୋ’ ସହିତ ଆସ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ସ୍ୱର୍ଗଦୂତ ପିତରଙ୍କୁ କହିଲେ, “ଲୁଗାପଟା ଓ ଜୋତା ପିନ୍ଧ।” ସେ ପିନ୍ଧିଲେ। ସେ ପୁଣି କହିଲେ, “ତୁମ୍ଭର ଗ୍ଭଦର ଘୋଡ଼େଇ ହୁଅ ଓ ମୋତେ ଅନୁସରଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାହାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ದುತಾನ್ ಪೆದ್ರುಕ್, “ಕಪ್ಡೆ ನೆಸುನ್ ಘೆ; ಅನಿ ವ್ಹಾನಾಯ್ಯಾ ಘಾಲುನ್ ಘೆ” ಮನುನ್ ಸಾಂಗ್ಲ್ಯಾನ್. ಪೆದ್ರುನ್ ತಸೆಚ್ ಕರ್ಲ್ಯಾನ್, ಮಾನಾದೆವ್ ದುತಾನ್ ತುಜೊ ಝಗೊ ಬಾಂಧುನ್ ಘೆವ್ನ್ ಮಾಜ್ಯಾ ಫಾಟ್ನಾ ಯೆ ಮಟ್ಲ್ಯಾನ್.