Acts 12:9 — Compare Translations
7 translations compared side by side
Odia - 1840
"ପିତର ତାହାଙ୍କୁ ଅନୁସରଣ କଲେ। ସ୍ବର୍ଗଦୂତ ଯେ ପ୍ରକୃତ ରେ ଏହି ଘଟଣାଟି ଘଟାଉଛନ୍ତି ଏହା ପିତର ଅନୁଭବ କରିପାରିଲେ ନାହିଁ। ସେ ଭାବୁଥିଲେ ଯେ, ସେ ଏକ ଦର୍ଶନ ଦେଖୁଛଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ଵାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗଦୂତ ଯାହା କରୁଥିଲେ, ତାହା ଏକ ବାସ୍ତବ ଘଟଣା କି ନୁହେଁ, ପିତର ଜାଣିପାରିଲେ ନାହିଁ। ସେ ସ୍ୱପ୍ନ ଦେଖୁଛନ୍ତି ବୋଲି ଭାବିଲେ। ତଥାପି ପିତର କାରାଗାରରୁ ବାହାରି ସ୍ୱର୍ଗଦୂତଙ୍କୁ ଅନୁସରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ତାହାଙ୍କୁ ଅନୁସରଣ କଲେ। ସ୍ୱର୍ଗଦୂତ ଯେ ପ୍ରକୃତରେ ଏହି ଘଟଣାଟି ଘଟାଉଛନ୍ତି ଏହା ପିତର ଅନୁଭବ କରି ପାରିଲେ ନାହିଁ। ସେ ଭାବୁଥିଲେ ଯେ, ସେ ଏକ ଦର୍ଶନ ଦେଖୁଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚೊ ದುತ್ ಭಾಯ್ರ್ ಗೆಲೊ ಮಾನಾ ಪೆದ್ರುಬಿ ತೆಚ್ಯಾ ವಾಂಗ್ಡಾ ಗೆಲೊ, ದೆವಾಚೊ ದುತ್ ಅಶೆ ಕರ್ತಾ ಮನ್ತಲೆ ಪೆದ್ರುಕ್ ಖರೆಚ್ಬಿ ಗೊತ್ತ್ ನತ್ತೆ, ಅಪ್ನಿ ಬಗುಲಾಗಲೆ ಸಗ್ಳ್ಯೆದರ್ಶನ್ ಮನುನ್ ತೆನಿ ಚಿಂತ್ಲ್ಯಾನ್.