Acts 13:1 — Compare Translations
7 translations compared side by side
Odia - 1840
"ଆନ୍ତିୟଖିଆ ମଣ୍ଡଳୀ ରେ କେତକେ ଭବିଷ୍ଯଦ୍ବକ୍ତା ଓ ଶିକ୍ଷକ ଥିଲେ। ସମାନେେ ହେଲେ, ବର୍ଣ୍ଣବ୍ବା,ଶିମିଯୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୁରୀଣୀୟ, ଲୂକିୟ, ମନ ହେମ୍ ୟିଏ େ ହରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ତଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ।, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଣ୍ଟିୟୋଖ ମଣ୍ଡଳୀରେ କେତେ ଜଣ ଭାବବାଦୀ ଓ ଶିକ୍ଷାଗୁରୁ ଥିଲେ। ଏମାନଙ୍କ ମଧ୍ୟରେ ଥିଲେ ବର୍ଣ୍ଣବା, ଶିମୋନ (କୃଷ୍ଣକାୟ ନାମରେ ଅଭିହିତ), ଲୁସିଅସ୍ (କୁରୀଣୀ ନିବାସୀ), ମନହେମ (ସେ ରାଜ୍ୟପାଳ ହେରୋଦଙ୍କ ପରିବାରରେ ପ୍ରତିପାଳିତ ହୋଇଥିଲେ।) ଓ ଶାଉଲ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଏକ ବିଶେଷ କାର୍ଯ୍ୟ ଦିଆଗଲା ଆନ୍ତିୟଖିଆ ମଣ୍ଡଳୀରେ କେତେକ ଭବିଷ୍ୟଦ୍ବକ୍ତା ଓ ଶିକ୍ଷକ ଥିଲେ। ସେମାନେ ହେଲେ, ବର୍ଣ୍ଣବ୍ବା, ଶିମିୟୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୂରୀଣୀୟ, ଲୂକିୟ, ମନହେମ୍ ଯିଏ ହେରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಂತಿಯೊಕ್ಯ್ ಮನ್ತಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ ಥೊಡಿ ಲೊಕಾ ಪ್ರವಾದಿಯಾ ಅನಿ ಥೊಡೆ ಶಿಕಾಪಾ ಕರ್ತಲೆ ಹೊತ್ತೆ ತೆನಿ ಕೊನ್ ಮಟ್ಲ್ಯಾರ್: ಬಾರ್ನಾಬಾಸ್, ನಿಗರ್ ಮನುನ್ ಬಲ್ವುತಲೊ ಸಿಮಾವ್, ಅನಿ ಸಿರೆನ್ ಮನ್ತಲ್ಯಾ ಶಾರಾತ್ಲೊ ಮೆನಹೆನ್ ಮನ್ತಲೊ ಅನಿ ಸಾವ್ಲಾ.