Acts 13:10 — Compare Translations
7 translations compared side by side
Odia - 1840
"ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ୟ୍ଯ ଓ ମିଥ୍ଯା ରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ଯକୁ ମିଥ୍ଯା ରେ ପରିଣତ କରିବାକୁ ଚେ଼ଷ୍ଟା କରିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରେ ସମସ୍ତ ପ୍ରକାର ଛଳ ଓ ଧୂର୍ତ୍ତତାରେ ପରିପୂର୍ଣ୍ଣ, ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷା; ହେବ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ଶୟତାନର ପୁତ୍ର! ତୁ ସମସ୍ତ ଉତ୍ତମ ବିଷୟର ଶତ୍ରୁ। ତୁ ସବୁପ୍ରକାର ଖଳ କୌଶଳରେ ପରିପୂର୍ଣ୍ଣ ଓ ସବୁବେଳେ ଈଶ୍ୱରଙ୍କ ସତ୍ୟକୁ ମିଥ୍ୟା ବୋଲି ପ୍ରମାଣିତ କରିବା ପାଇଁ ଚେଷ୍ଟା କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ଯ୍ୟ ଓ ମିଥ୍ୟାରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ୟକୁ ମିଥ୍ୟାରେ ପରିଣତ କରିବାକୁ ଚେଷ୍ଟା କରିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತಿಯಾ ಗಿರ್ಯಾಚೊ ಲೆಕ್!” ಬರೆ ಹೊತಲ್ಯಾ ಹರ್ ಎಕ್ಲ್ಯಾಕ್ಬಿ ತಿಯಾ ದುಶ್ಮನ್ ಹೊವ್ನ್ ಹಾಸ್! ಧನಿಯಾಚ್ಯಾ ಖರೆ ಪಾನಾಕ್ ಝುಟೆ ಕರುಚೆ ಮನುನ್ ತಿಯಾ ಕನ್ನಾಬಿ ಕಟ್ಪಟ್ ಕರಿತ್ ರಾತೈ!