Acts 13:12 — Compare Translations

7 translations compared side by side

Odia - 1840
"ଯେତବେେଳେ ରାଜ୍ଯପାଳ ଏହା ଦେଖି, ସେ ପ୍ରଭୁଙ୍କ ଠା ରେ ବିଶ୍ବାସ କଲେ ସେ ପ୍ରଭୁଙ୍କର ଉପଦେଶ ଶୁଣି ବିସ୍ମିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦେଖି ଶାସନକର୍ତ୍ତାଙ୍କର ବିଶ୍ୱାସ ହେଲା, କାରଣ ସେ ପ୍ରଭୁଙ୍କ ଶିକ୍ଷା ଶୁଣି ଚମକ୍ରୃତ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ରାଜ୍ୟପାଳ ଏହା ଦେଖି, ସେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ସେ ପ୍ରଭୁଙ୍କର ଉପଦେଶ ଶୁଣି ବିସ୍ମିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬಗಲ್ಯಾ ರಾಜ್ ಪಾಲಾನ್ ಧನಿಯಾಚೆರ್ ವಿಶ್ವಾಸ್ ಕರ್‍ಲ್ಯಾನ್, ಅನಿ ತೊ ಧನಿಯಾಚ್ಯಾ ವಿಶಯಾಚೆ ಶಿಕಾಪ್ ಆಯ್ಕುನ್ ವಿಸ್ಮಿತ್ ಹೊಲೊ.