Acts 13:14 — Compare Translations
7 translations compared side by side
Odia - 1840
"ସମାନେେ ପର୍ଗିରୁ ଯାତ୍ରା କରି ପିସିଦିଆର ଆନ୍ତିୟଖିଆ ନଗର ରେ ଆସି ପହନ୍ଚିଲେ। ଆନ୍ତିୟଖିଆ ରେ ବିଶ୍ରାମ ଦିନ ରେ ସମାନେେ ୟିହୁଦୀମାନଙ୍କର ସମାଜଗୃହ ରେ ଯାଇ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପର୍ଗାରୁ ଯାଇ ପିସିଦଆର ଆଣ୍ଟିୟୋଖରେ ପହଞ୍ôଚଲେ ଓ ବିଶ୍ରାମବାର ଦିନ ଉପାସନା ଗୃହରେ ଯାଇ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପର୍ଗିରୁ ଯାତ୍ରା କରି ପିସିଦିଆର ଆନ୍ତିୟଖିଆ ନଗରରେ ଆସି ପହଞ୍ଚିଲେ। ଆନ୍ତିୟଖିଆରେ ବିଶ୍ରାମ ଦିନରେ ସେମାନେ ଯିହୂଦୀମାନଙ୍କର ସମାଜଗୃହରେ ଯାଇ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪೆರ್ಗೆ ಮನ್ತಲ್ಯಾ ಗಾಂವಾತ್ನಿ ಫಿಡೆ ಜಾವ್ನ್, ಪಿಸಿದಿಯಾ ಮನ್ತಲ್ಯಾ ಪ್ರಾಂತ್ಯಾಚ್ಯಾ ಅಂತಿಯೊಕಾಕ್ ಗೆಲೆ ತೆನಿ ಸಬ್ಬತಾಚ್ಯಾ ದಿಸಿ ಅಂತಿಯೊಕ್ಯಾತ್ಲಾ ಜುದೆವಾಂಚ್ಯಾ ಸಿನಾಗೊತ್ ಜಾವ್ನ್ ಬಸ್ಲ್ಯಾನಿ.