Acts 13:16 — Compare Translations

7 translations compared side by side

Odia - 1840
"ତେଣୁ ପାଉଲ ଠିଆ ହାଇେ ହାତ ରେ ସଙ୍କତେ ଦେଲେ ଏବଂ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରିଥିବା ଅନ୍ୟଜାତୀୟମାନେ, ଅନୁଗ୍ରହ କରି ମାେ କଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ଵରଭୟକାରୀମାନେ, ଶ୍ରବଣ କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଠିଆ ହୋଇ ଲୋକମାନଙ୍କୁ ସ୍ଥିର ହେବା ପାଇଁ ହାତରେ ସଙ୍କେତ ଦେଇ କହିଲେ: “ଉପସ୍ଥିତ ଇଶ୍ରାଏଲୀୟ ଭାଇମାନେ ଓ ଈଶ୍ୱରଙ୍କ ଉପାସନା କରୁଥିବା ଅଣଇହୁଦୀମାନେ, ମୋ’ କଥା ଶୁଣନ୍ତୁ!
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପାଉଲ ଠିଆ ହୋଇ ହାତରେ ସଙ୍କେତ ଦେଲେ ଏବଂ କହିଲେ, “ହେ ଇସ୍ରାଏଲୀୟ ଲୋକମାନେ ପ୍ରକୃତ ଓ ପରମେଶ୍ୱରଙ୍କୁ ଉପାସନା କରିଥିବା ଅନ୍ୟଜାତୀୟମାନେ, ଅନୁଗ୍ରହ କରି ମୋ’ କଥା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ୱର ଭୟକାରୀମାନେ, ଶ୍ରବଣ କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಇಬೆ ರ್‍ಹಾವ್ನ್ ಅಪ್ಲಿ ಬೊಲ್ನಿಯಾ ಸಾಂಗುಚೆ ಮನುನ್ ಲೊಕಾಕ್ನಿ ಹಾತ್ ಸೊನ್ನಿ ಕರುನ್ ದಾಕ್ವುನ್ ಅಶೆ ಮಟ್ಲ್ಯಾನ್ “ಮಾಜ್ಯಾ ಇಸ್ರಾಯೆಲಾಚ್ಯಾ ಲೊಕಾನು, ಜುದೆವಾನು, ಅನಿ ಖರ್ಯ್ಯಾ ದೆವಾಕ್ ಆರಾದನ್ ಕರ್‍ತಲ್ಯಾ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾನು, ಮಿಯಾ ಸಾಂಗ್ತಲೆ ಆಯ್ಕಾ!”